Online Bible

- Reklamy -




ଦ୍ଵିତୀୟ ବିବରଣ 8:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ସାବଧାନ, ମୁଁ ଆଜି ତୁମ୍ଭକୁ ଯେଉଁ ଯେଉଁ ଆଜ୍ଞା, ବିଧି ଓ ଶାସନ ଆଜ୍ଞା କରୁଅଛି, ତାହା ପାଳନ ନ କରି ଯେପରି ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ ପାସୋରି ନ ଯାଅ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

11 ସାବଧାନ, ମୁଁ ଆଜି ତୁମ୍ଭକୁ ଯେ ଯେ ଆଜ୍ଞା ଓ ବିଧି ଓ ଶାସନ ଆଜ୍ଞା କରୁଅଛି, ତାହା ପାଳନ ନ କରି ଯେପରି ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ଵରଙ୍କୁ ପାସୋରି ନ ଯାଅ।

Viz kapitola kopírovat

ଓଡିଆ ବାଇବେଲ

11 ସାବଧାନ, ମୁଁ ଆଜି ତୁମ୍ଭକୁ ଯେଉଁ ଯେଉଁ ଆଜ୍ଞା, ବିଧି ଓ ଶାସନ ଆଜ୍ଞା କରୁଅଛି, ତାହା ପାଳନ ନ କରି ଯେପରି ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ ପାସୋରି ନ ଯାଅ।

Viz kapitola kopírovat

ପବିତ୍ର ବାଇବଲ

11 “ସାବଧାନ, ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କୁ ଭୁଲ ନାହିଁ। ସାବଧାନତା ସହକାରେ ତାହାଙ୍କ ନିର୍ଦ୍ଦେଶମାନ, ତାଙ୍କର ବିଧି ପାଳନ କର, ମୁଁ ତୁମ୍ଭମାନଙ୍କୁ ଆଜି ଯେଉଁସବୁ ଆଜ୍ଞା, ବିଧି ଓ ଶାସନ ଆଜ୍ଞା କରୁଅଛି।

Viz kapitola kopírovat




ଦ୍ଵିତୀୟ ବିବରଣ 8:11

Následuj nás:

Reklamy


Reklamy