ଦ୍ଵିତୀୟ ବିବରଣ 8:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଆଉ ମନୁଷ୍ୟ ଯେ କେବଳ ରୁଟିରେ ବଞ୍ଚେ ନାହିଁ, ମାତ୍ର ସଦାପ୍ରଭୁଙ୍କ ମୁଖରୁ ଯାହା ଯାହା ନିର୍ଗତ ହୁଏ, ତହିଁରେ ହିଁ ବଞ୍ଚେ, ଏହା ତୁମ୍ଭକୁ ଜଣାଇବା ପାଇଁ ସେ ତୁମ୍ଭକୁ ନମ୍ର ଓ କ୍ଷୁଧିତ କରି ତୁମ୍ଭର ଅଜ୍ଞାତ ଓ ତୁମ୍ଭ ପୂର୍ବପୁରୁଷଗଣର ଅଜ୍ଞାତ ମାନ୍ନା ଦେଇ ପ୍ରତିପାଳନ କରିଅଛନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)3 ଆଉ ମନୁଷ୍ୟ ଯେ କେବଳ ରୋଟୀରେ ବଞ୍ଚେ ନାହିଁଣ, ମାତ୍ର ସଦାପ୍ରଭୁଙ୍କ ମୁଖରୁ ଯାହା ଯାହା ନିର୍ଗତ ହୁଏ, ତହିଁରେ ହିଁ ବଞ୍ଚେ, ଏହା ତୁମ୍ଭକୁ ଜଣାଇବା ପାଇଁ ସେ ତୁମ୍ଭକୁ ନମ୍ର ଓ କ୍ଷୁଧିତ କରି ତୁମ୍ଭର ଅଜ୍ଞାତ ଓ ତୁମ୍ଭ ପୂର୍ବପୁରୁଷଗଣର ଅଜ୍ଞାତ ମାନ୍ନା ଦେଇ ପ୍ରତିପାଳନ କରିଅଛନ୍ତି। Viz kapitolaଓଡିଆ ବାଇବେଲ3 ଆଉ ମନୁଷ୍ୟ ଯେ କେବଳ ରୁଟିରେ ବଞ୍ଚେ ନାହିଁ, ମାତ୍ର ସଦାପ୍ରଭୁଙ୍କ ମୁଖରୁ ଯାହା ଯାହା ନିର୍ଗତ ହୁଏ, ତହିଁରେ ହିଁ ବଞ୍ଚେ, ଏହା ତୁମ୍ଭକୁ ଜଣାଇବା ପାଇଁ ସେ ତୁମ୍ଭକୁ ନମ୍ର, କ୍ଷୁଧିତ କରି ତୁମ୍ଭର ଅଜ୍ଞାତ ଓ ତୁମ୍ଭ ପୂର୍ବପୁରୁଷଗଣର ଅଜ୍ଞାତ ମାନ୍ନା ଦେଇ ପ୍ରତିପାଳନ କରିଅଛନ୍ତି। Viz kapitolaପବିତ୍ର ବାଇବଲ3 ମନୁଷ୍ୟ ଯେ କେବଳ ରୋଟୀରେ ବଞ୍ଚେ ନାହିଁ, ମାତ୍ର ସଦାପ୍ରଭୁଙ୍କ ମୁଖରୁ ଯାହା ନିର୍ଗତ ହୁଏ, ତହିଁରେ ବଞ୍ଚେ। ଏହା ତୁମ୍ଭମାନଙ୍କୁ ଜଣାଇବା ପାଇଁ ସେ ତୁମ୍ଭମାନଙ୍କୁ ନମ୍ର ଓ କ୍ଷୁଧିତ କରିଅଛନ୍ତି, ସେ ତୁମ୍ଭକୁ ଓ ତୁମ୍ଭ ପୂର୍ବପୁରୁଷଗଣଙ୍କୁ ଅଜ୍ଞାତ ମାନ୍ନା ଦେଇ ପ୍ରତିପାଳନ କରିଅଛନ୍ତି। Viz kapitola |