ଦ୍ଵିତୀୟ ବିବରଣ 8:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ପୁଣି ମନୁଷ୍ୟ ଯେପରି ଆପଣା ପୁତ୍ରକୁ ଶାସନ କରେ, ତଦ୍ରୂପ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଶାସନ କରନ୍ତି, ଏହା ତୁମ୍ଭେ ଆପଣା ମନରେ ବିବେଚନା କରିବ। Viz kapitolaପବିତ୍ର ବାଇବଲ (Re-edited) - (BSI)5 ପୁଣି ମନୁଷ୍ୟ ଯେପରି ଆପଣା ପୁତ୍ରକୁ ଶାସନ କରେ, ତଦ୍ରୂପ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭକୁ ଶାସନ କରନ୍ତି, ଏହା ତୁମ୍ଭେ ଆପଣା ମନରେ ବିବେଚନା କରିବ। Viz kapitolaଓଡିଆ ବାଇବେଲ5 ପୁଣି ମନୁଷ୍ୟ ଯେପରି ଆପଣା ପୁତ୍ରକୁ ଶାସନ କରେ, ତଦ୍ରୂପ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଶାସନ କରନ୍ତି, ଏହା ତୁମ୍ଭେ ଆପଣା ମନରେ ବିବେଚନା କରିବ। Viz kapitolaପବିତ୍ର ବାଇବଲ5 ତେଣୁ ତୁମ୍ଭେମାନେ ହୃଦୟର ସହିତ ଜାଣିବା ଉଚିତ୍ ଯେ, ଜଣେ ପିତା ତା'ର ସନ୍ତାନଗଣଙ୍କୁ ଯେପରି ଅନୁଶାସିତ କରେ ସେହିପରି ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ତୁମ୍ଭକୁ ଅନୁଶାସିତ କରିଛନ୍ତି। Viz kapitola |