ଦ୍ଵିତୀୟ ବିବରଣ 8:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ସେହି ଦେଶରେ ତୁମ୍ଭେ ଅଭାବ ବିନା ଆହାର ଭୋଜନ କରିବ, ସେଠାରେ ତୁମ୍ଭର କୌଣସି ବିଷୟର ଅଭାବ ହେବ ନାହିଁ; ସେହି ଦେଶର ପଥର ଲୁହା ଓ ତୁମ୍ଭେ ତହିଁର ପର୍ବତରୁ ପିତ୍ତଳ ଖୋଳି ପାରିବ। Viz kapitolaପବିତ୍ର ବାଇବଲ (Re-edited) - (BSI)9 ସେହି ଦେଶରେ ତୁମ୍ଭେ ନିଗ୍ଧାଭାବ ବିନା ଆହାର ଭୋଜନ କରିବ, ସେଠାରେ ତୁମ୍ଭର କୌଣସି ବିଷୟର ଅଭାବ ହେବ ନାହିଁ; ସେ ଦେଶର ପଥର ଲୁହା ଓ ତୁମ୍ଭେ ତହିଁର ପର୍ବତରୁ ପିତ୍ତଳ ଖୋଳି ପାରିବ। Viz kapitolaଓଡିଆ ବାଇବେଲ9 ସେହି ଦେଶରେ ତୁମ୍ଭେ ଅଭାବ ବିନା ଆହାର ଭୋଜନ କରିବ, ସେଠାରେ ତୁମ୍ଭର କୌଣସି ବିଷୟର ଅଭାବ ହେବ ନାହିଁ; ସେହି ଦେଶର ପଥର ଲୁହା ଓ ତୁମ୍ଭେ ତହିଁର ପର୍ବତରୁ ପିତ୍ତଳ ଖୋଳି ପାରିବ। Viz kapitolaପବିତ୍ର ବାଇବଲ9 ସେଠାରେ ତୁମ୍ଭେମାନେ ପ୍ରଚୁର ପରିମାଣର ଖାଦ୍ୟ ପାଇବ। ସେଠାରେ ତୁମ୍ଭମାନଙ୍କର ଆବଶ୍ୟକ ଦ୍ରବ୍ୟମାନ ଉପଲବ୍ଧ ହେବ। ସେହି ଦେଶର ପଥର ଲୁହା ଅଟେ, ତୁମ୍ଭେମାନେ ସେଠାକାର ପର୍ବତରୁ ପିତ୍ତଳ ଖୋଳି ପାରିବ। Viz kapitola |