Online Bible

- Reklamy -




ଦ୍ଵିତୀୟ ବିବରଣ 9:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ପୁଣି ସଦାପ୍ରଭୁ ମୋତେ କହିଲେ, “ଉଠ, ଏ ସ୍ଥାନରୁ ଶୀଘ୍ର ଓହ୍ଲାଇ ଯାଅ କାରଣ ତୁମ୍ଭେ ଯେଉଁମାନଙ୍କୁ ମିସରରୁ ବାହାର କରି ଆଣିଅଛ, ତୁମ୍ଭର ସେହି ଲୋକମାନେ ଆପଣାମାନଙ୍କୁ ଭ୍ରଷ୍ଟ କରିଅଛନ୍ତି; ଆମ୍ଭେ ସେମାନଙ୍କୁ ଯେଉଁ ପଥ ବିଷୟରେ ଆଜ୍ଞା ଦେଲୁ, ତହିଁରୁ ସେମାନେ ଶୀଘ୍ର ବିମୁଖ ହୋଇଅଛନ୍ତି; ସେମାନେ ଆପଣାମାନଙ୍କ ନିମନ୍ତେ ଛାଞ୍ଚରେ ଢଳା ଏକ ପ୍ରତିମା ନିର୍ମାଣ କରିଅଛନ୍ତି।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

12 ପୁଣି ସଦାପ୍ରଭୁ ମୋତେ କହିଲେ, ଉଠ, ଏ ସ୍ଥାନରୁ ଶୀଘ୍ର ଓହ୍ଲାଇ ଯାଅ; କାରଣ ତୁମ୍ଭେ ଯେଉଁମାନଙ୍କୁ ମିସରରୁ ବାହାର କରି ଆଣିଅଛ, ତୁମ୍ଭର ସେହି ଲୋକମାନେ ଆପଣାମାନଙ୍କୁ ଭ୍ରଷ୍ଟ କରିଅଛନ୍ତି; ଆମ୍ଭେ ସେମାନଙ୍କୁ ଯେଉଁ ପଥ ବିଷୟରେ ଆଜ୍ଞା ଦେଲୁ, ତହିଁରୁ ସେମାନେ ଶୀଘ୍ର ବିମୁଖ ହୋଇଅଛନ୍ତି; ସେମାନେ ଆପଣାମାନଙ୍କ ନିମନ୍ତେ ଛାଞ୍ଚରେ ଢଳା ଏକ ପ୍ରତିମା ନିର୍ମାଣ କରିଅଛନ୍ତି।

Viz kapitola kopírovat

ଓଡିଆ ବାଇବେଲ

12 ପୁଣି ସଦାପ୍ରଭୁ ମୋତେ କହିଲେ, “ଉଠ, ଏ ସ୍ଥାନରୁ ଶୀଘ୍ର ଓହ୍ଲାଇ ଯାଅ କାରଣ ତୁମ୍ଭେ ଯେଉଁମାନଙ୍କୁ ମିସରରୁ ବାହାର କରି ଆଣିଅଛ, ତୁମ୍ଭର ସେହି ଲୋକମାନେ ଆପଣାମାନଙ୍କୁ ଭ୍ରଷ୍ଟ କରିଅଛନ୍ତି; ଆମ୍ଭେ ସେମାନଙ୍କୁ ଯେଉଁ ପଥ ବିଷୟରେ ଆଜ୍ଞା ଦେଲୁ, ତହିଁରୁ ସେମାନେ ଶୀଘ୍ର ବିମୁଖ ହୋଇଅଛନ୍ତି; ସେମାନେ ଆପଣାମାନଙ୍କ ନିମନ୍ତେ ଛାଞ୍ଚରେ ଢଳା ଏକ ପ୍ରତିମା ନିର୍ମାଣ କରିଅଛନ୍ତି।”

Viz kapitola kopírovat

ପବିତ୍ର ବାଇବଲ

12 ସଦାପ୍ରଭୁ ମୋତେ କହିଲେ, ‘ଉଠ, ଏସ୍ଥାନରୁ ଶୀଘ୍ର ତଳକୁ ଯାଅ, କାରଣ ତୁମ୍ଭେ ଯେଉଁ ଲୋକମାନଙ୍କୁ ମିଶରରୁ ବାହାର କରି ଆଣିଅଛ। ତୁମ୍ଭର ସେହି ଲୋକମାନେ ନିଜକୁ ଦୁର୍ନୀତିଗ୍ରସ୍ତ କରିଅଛନ୍ତି। ମୁଁ ସେମାନଙ୍କୁ ଯେଉଁ ପଥ ନିର୍ଦ୍ଦେଶ ଦେଇଥିଲି ତହିଁରୁ ସେମାନେ ଶୀଘ୍ର ବିମୁଖ ହେଲେ। ସେମାନେ ସେମାନଙ୍କ ନିମନ୍ତେ ଏକ ସ୍ୱର୍ଣ୍ଣ ପ୍ରତିମା ନିର୍ମାଣ କରିଅଛନ୍ତି।’

Viz kapitola kopírovat




ଦ୍ଵିତୀୟ ବିବରଣ 9:12

Následuj nás:

Reklamy


Reklamy