Online Bible

- Reklamy -




ଦ୍ଵିତୀୟ ବିବରଣ 9:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ପୁଣି ତୁମ୍ଭେମାନେ ସଦାପ୍ରଭୁଙ୍କୁ ବିରକ୍ତ କରିବା ପାଇଁ ତାହାଙ୍କ ଦୃଷ୍ଟିରେ ଦୁଷ୍କର୍ମ କରି ଯେଉଁ ପାପ କରିଥିଲ, ତୁମ୍ଭମାନଙ୍କର ସେହି ସମସ୍ତ ପାପ ସକାଶୁ ମୁଁ ପୂର୍ବଥର ପରି ଚାଳିଶ ଦିନ ଓ ଚାଳିଶ ରାତ୍ରି ସଦାପ୍ରଭୁଙ୍କ ସମ୍ମୁଖରେ ମୁହଁ ମାଡ଼ି ପଡ଼ି ରହିଲି; ମୁଁ ଅନ୍ନ ଭୋଜନ କି ଜଳ ପାନ କଲି ନାହିଁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

18 ପୁଣି ତୁମ୍ଭେମାନେ ସଦାପ୍ରଭୁଙ୍କୁ ବିରକ୍ତ କରିବା ପାଇଁ ତାହାଙ୍କ ଦୃଷ୍ଟିରେ ଦୁଷ୍କର୍ମ କରି ଯେଉଁ ପାପ କରିଥିଲ, ତୁମ୍ଭମାନଙ୍କର ସେହି ସମସ୍ତ ପାପ ସକାଶୁ ମୁଁ ପୂର୍ବଥର ପରି ଚାଳିଶ ଦିନ ଓ ଚାଳିଶ ରାତ୍ରି ସଦାପ୍ରଭୁଙ୍କ ସମ୍ମୁଖରେ ମୁହଁ ମାଡ଼ି ପଡ଼ି ରହିଲି; ମୁଁ ଅନ୍ନଭୋଜନ କି ଜଳପାନ କଲି ନାହିଁ।

Viz kapitola kopírovat

ଓଡିଆ ବାଇବେଲ

18 ପୁଣି ତୁମ୍ଭେମାନେ ସଦାପ୍ରଭୁଙ୍କୁ ବିରକ୍ତ କରିବା ପାଇଁ ତାହାଙ୍କ ଦୃଷ୍ଟିରେ ଦୁଷ୍କର୍ମ କରି ଯେଉଁ ପାପ କରିଥିଲ, ତୁମ୍ଭମାନଙ୍କର ସେହି ସମସ୍ତ ପାପ ସକାଶୁ ମୁଁ ପୂର୍ବ ଥର ପରି ଚାଳିଶ ଦିନ ଓ ଚାଳିଶ ରାତ୍ରି ସଦାପ୍ରଭୁଙ୍କ ସମ୍ମୁଖରେ ମୁହଁ ମାଡ଼ି ପଡ଼ି ରହିଲି; ମୁଁ ଅନ୍ନ ଭୋଜନ କି ଜଳ ପାନ କଲି ନାହିଁ।

Viz kapitola kopírovat

ପବିତ୍ର ବାଇବଲ

18 ତୁମ୍ଭେମାନେ କରିଥିବା ପାପର ପ୍ରାୟଶ୍ଚିତ କରିବା ପାଇଁ ଯାହାକି ସଦାପ୍ରଭୁଙ୍କୁ କ୍ରୋଧିତ କଲା, ମୁଁ ଗ୍ଭଳିଶ୍ ଦିନ ଓ ଗ୍ଭଳିଶ୍ ରାତି ଉପବାସ କଲି। ପ୍ରଥମ ଥର ପରି ସଦାପ୍ରଭୁଙ୍କୁ ଭୂମିଷ୍ଠ ପ୍ରଣାମ କଲି। ମୁଁ ଅନ୍ନ ଭୋଜନ କିଅବା ଜଳପାନ କଲି ନାହିଁ।

Viz kapitola kopírovat




ଦ୍ଵିତୀୟ ବିବରଣ 9:18

Následuj nás:

Reklamy


Reklamy