ଦ୍ଵିତୀୟ ବିବରଣ 9:25 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ଏହିରୂପେ ମୋହର ମୁହଁ ମାଡ଼ି ପଡ଼ିବାର ଚାଳିଶ ଦିନ ଓ ଚାଳିଶ ରାତ୍ରି ମୁଁ ସଦାପ୍ରଭୁଙ୍କ ସମ୍ମୁଖରେ ପୂର୍ବଥର ପରି ମୁହଁ ମାଡ଼ି ପଡ଼ି ରହିଲି; କାରଣ ସଦାପ୍ରଭୁ ତୁମ୍ଭମାନଙ୍କୁ ବିନାଶ କରିବାକୁ କହିଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)25 ଏହିରୂପେ ମୋହର ମୁହଁ ମାଡ଼ି ପଡ଼ିବାର ଚାଳିଶ ଦିନ ଓ ଚାଳିଶ ରାତ୍ରି ମୁଁ ସଦାପ୍ରଭୁଙ୍କ ସମ୍ମୁଖରେ ମୁହଁ ମାଡ଼ି ପଡ଼ି ରହିଲି; କାରଣ ସଦାପ୍ରଭୁ ତୁମ୍ଭମାନଙ୍କୁ ବିନାଶ କରିବାକୁ କହିଥିଲେ। Viz kapitolaଓଡିଆ ବାଇବେଲ25 ଏହିରୂପେ ମୋହର ମୁହଁ ମାଡ଼ି ପଡ଼ିବାର ଚାଳିଶ ଦିନ ଓ ଚାଳିଶ ରାତ୍ରି ମୁଁ ସଦାପ୍ରଭୁଙ୍କ ସମ୍ମୁଖରେ ପୂର୍ବଥର ପରି ମୁହଁ ମାଡ଼ି ପଡ଼ି ରହିଲି; କାରଣ ସଦାପ୍ରଭୁ ତୁମ୍ଭମାନଙ୍କୁ ବିନାଶ କରିବାକୁ କହିଥିଲେ। Viz kapitolaପବିତ୍ର ବାଇବଲ25 “ଏହିପରି ମୁଁ, ମୁହଁ ମାଡ଼ି ଗ୍ଭଳିଶ୍ ଦିନ ଗ୍ଭଳିଶ୍ ରାତି ସଦାପ୍ରଭୁଙ୍କ ସମ୍ମୁଖରେ ପଡ଼ି ରହିଲି। କାରଣ ସଦାପ୍ରଭୁ ତୁମ୍ଭମାନଙ୍କୁ ବିନାଶ କରିବାକୁ କହିଥିଲେ। Viz kapitola |