ଦ୍ଵିତୀୟ ବିବରଣ 9:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ତୁମ୍ଭେ ଆପଣା ଧାର୍ମିକତା ଅବା ହୃଦୟର ସରଳତା ସକାଶୁ ସେମାନଙ୍କ ଦେଶ ଅଧିକାର କରିବାକୁ ଯାଉଅଛ, ତାହା ନୁହେଁ ମାତ୍ର ସେହି ଗୋଷ୍ଠୀୟ ଲୋକମାନଙ୍କ ଦୁଷ୍ଟତା ସକାଶୁ, ଆଉ ତୁମ୍ଭ ପୂର୍ବପୁରୁଷ ଅବ୍ରହାମଙ୍କୁ, ଇସ୍ହାକଙ୍କୁ ଓ ଯାକୁବଙ୍କୁ ଶପଥପୂର୍ବକ ଯେଉଁ ବାକ୍ୟ କହିଥିଲେ, ତାହା ସଫଳ କରିବା ପାଇଁ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ସମ୍ମୁଖରୁ ସେମାନଙ୍କୁ ତଡ଼ି ଦେବେ। Viz kapitolaପବିତ୍ର ବାଇବଲ (Re-edited) - (BSI)5 ତୁମ୍ଭେ ଆପଣା ଧାର୍ମିକତା ଅବା ହୃଦୟର ସରଳତା ହେତୁରୁ ସେମାନଙ୍କ ଦେଶ ଅଧିକାର କରିବାକୁ ଯାଉଅଛ, ତାହା ନୁହେଁ; ମାତ୍ର ସେହି ଗୋଷ୍ଠୀୟ ଲୋକମାନଙ୍କ ଦୁଷ୍ଟତା ସକାଶୁ, ଆଉ ତୁମ୍ଭ ପୂର୍ବପୁରୁଷ ଅବ୍ରହାମଙ୍କୁ, ଇସ୍ହାକଙ୍କୁ ଓ ଯାକୁବଙ୍କୁ ଶପଥପୂର୍ବକ ଯେଉଁ ବାକ୍ୟ କହିଥିଲେ, ତାହା ସଫଳ କରିବା ପାଇଁ, ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭ ସମ୍ମୁଖରୁ ସେମାନଙ୍କୁ ତଡ଼ି ଦେବେ। Viz kapitolaଓଡିଆ ବାଇବେଲ5 ତୁମ୍ଭେ ଆପଣା ଧାର୍ମିକତା ଅବା ହୃଦୟର ସରଳତା ସକାଶୁ ସେମାନଙ୍କ ଦେଶ ଅଧିକାର କରିବାକୁ ଯାଉଅଛ, ତାହା ନୁହେଁ ମାତ୍ର ସେହି ଗୋଷ୍ଠୀୟ ଲୋକମାନଙ୍କ ଦୁଷ୍ଟତା ସକାଶୁ, ଆଉ ତୁମ୍ଭ ପୂର୍ବପୁରୁଷ ଅବ୍ରହାମଙ୍କୁ, ଇସ୍ହାକଙ୍କୁ ଓ ଯାକୁବଙ୍କୁ ଶପଥପୂର୍ବକ ଯେଉଁ ବାକ୍ୟ କହିଥିଲେ, ତାହା ସଫଳ କରିବା ପାଇଁ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ସମ୍ମୁଖରୁ ସେମାନଙ୍କୁ ତଡ଼ି ଦେବେ। Viz kapitolaପବିତ୍ର ବାଇବଲ5 ତୁମ୍ଭେ ଆପଣା ଧାର୍ମିକତା ଅବା ହୃଦୟର ସରଳତା ହେତୁରୁ ସେମାନଙ୍କ ଦେଶ ଅଧିକାର କରିବାକୁ ଯାଉଅଛ, ତାହା ନୁହେଁ, ମାତ୍ର ଏହି ଗୋଷ୍ଠୀୟ ଲୋକମାନଙ୍କ ଦୁଷ୍ଟତା ପାଇଁ ଆଉ ତୁମ୍ଭମାନଙ୍କର ପୂର୍ବପୁରୁଷ ଅବ୍ରହାମ, ଇସ୍ହାକ ଓ ଯାକୁବଙ୍କୁ ଶପଥପୂର୍ବକ ଯେଉଁ ବାକ୍ୟ କହିଥିଲେ, ତାହା ସଫଳ କରିବା ପାଇଁ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ତୁମ୍ଭମାନଙ୍କ ସମ୍ମୁଖରୁ ସେମାନଙ୍କୁ ତଡ଼ି ଦେବେ। Viz kapitola |