ଉପଦେଶକ 3:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ମୁଁ ଜାଣେ ଯେ, ଯାବଜ୍ଜୀବନ ଆନନ୍ଦ ଓ ସୁକର୍ମ କରିବା ଅପେକ୍ଷା ସେମାନଙ୍କର ଆଉ କୌଣସି ମଙ୍ଗଳ ବିଷୟ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)12 ଆମ୍ଭେ ଜାଣୁ ଯେ, ଯାବଜ୍ଜୀବନ ଆନନ୍ଦ ଓ ସୁକର୍ମ କରିବା ଅପେକ୍ଷା ସେମାନଙ୍କର ଆଉ କୌଣସି ମଙ୍ଗଳ ବିଷୟ ନାହିଁ। Viz kapitolaଓଡିଆ ବାଇବେଲ12 ମୁଁ ଜାଣେ ଯେ, ଯାବଜ୍ଜୀବନ ଆନନ୍ଦ ଓ ସୁକର୍ମ କରିବା ଅପେକ୍ଷା ସେମାନଙ୍କର ଆଉ କୌଣସି ମଙ୍ଗଳ ବିଷୟ ନାହିଁ। Viz kapitolaପବିତ୍ର ବାଇବଲ12 ତେଣୁ ମୁଁ ଅନୁଭବ କଲି ଯେ ବଞ୍ଚିଥିବା ପର୍ଯ୍ୟନ୍ତ ସେମାନେ ଖୁସୀ ରହିବା ଓ ସେମାନେ ନିଜକୁ ଉପଭୋଗ କରିବା ଛଡ଼ା ଅନ୍ୟ କିଛି ଲୋକମାନଙ୍କ ପାଇଁ ଅଧିକ ଉତ୍ତମ ନୁହେଁ। Viz kapitola |