Online Bible

- Reklamy -




ଉପଦେଶକ 6:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ପରମେଶ୍ୱର କାହାକୁ କାହାକୁ ଏତେ ଧନ, ସମ୍ପତ୍ତି ଓ ସମ୍ଭ୍ରମ ଦିଅନ୍ତି ଯେ, ତାହାର ମନୋବାଞ୍ଛା ପୂର୍ଣ୍ଣ କରିବାକୁ କୌଣସି ବିଷୟର ଅଭାବ ନ ଥାଏ, ତଥାପି ତାହା ଭୋଗ କରିବା ପାଇଁ ପରମେଶ୍ୱର ତାହାକୁ କ୍ଷମତା ଦିଅନ୍ତି ନାହିଁ, ମାତ୍ର ଅନ୍ୟ ଲୋକ ତାହା ଭୋଗ କରେ; ଏହା ଅସାର ଓ ମନ୍ଦ ବ୍ୟାଧି ସ୍ୱରୂପ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

2 ପରମେଶ୍ଵର କାହାକୁ କାହାକୁ ଏତେ ଧନ, ସମ୍ପତ୍ତି ଓ ସମ୍ଭ୍ରମ ଦିଅନ୍ତି ଯେ, ତାହାର ମନୋବାଞ୍ଛା ପୂର୍ଣ୍ଣ କରିବାକୁ କୌଣସି ବିଷୟର ଅଭାବ ନ ଥାଏ, ତଥାପି ତାହା ଭୋଗ କରିବା ପାଇଁ ପରମେଶ୍ଵର ତାହାକୁ କ୍ଷମତା ଦିଅନ୍ତି ନାହିଁ, ମାତ୍ର ଅପର ଲୋକ ତାହା ଭୋଗ କରେ; ଏହା ଅସାର ଓ ମନ୍ଦ ବ୍ୟାଧି ସ୍ଵରୂପ।

Viz kapitola kopírovat

ଓଡିଆ ବାଇବେଲ

2 ପରମେଶ୍ୱର କାହାକୁ କାହାକୁ ଏତେ ଧନ, ସମ୍ପତ୍ତି ଓ ସମ୍ଭ୍ରମ ଦିଅନ୍ତି ଯେ, ତାହାର ମନୋବାଞ୍ଛା ପୂର୍ଣ୍ଣ କରିବାକୁ କୌଣସି ବିଷୟର ଅଭାବ ନ ଥାଏ, ତଥାପି ତାହା ଭୋଗ କରିବା ପାଇଁ ପରମେଶ୍ୱର ତାହାକୁ କ୍ଷମତା ଦିଅନ୍ତି ନାହିଁ, ମାତ୍ର ଅନ୍ୟ ଲୋକ ତାହା ଭୋଗ କରେ; ଏହା ଅସାର ଓ ମନ୍ଦ ବ୍ୟାଧି ସ୍ୱରୂପ।

Viz kapitola kopírovat

ପବିତ୍ର ବାଇବଲ

2 ପରମେଶ୍ୱର କେତେକଙ୍କୁ ଧନ, ସମ୍ପତ୍ତି ଓ ସମ୍ମାନ ଦିଅନ୍ତି, ସେହି ବ୍ୟକ୍ତି ଅନ୍ୟ କିଛି ଆଶା କରିବା ପାଇଁ ତା'ର କିଛି ଅଭାବ ନ ଥାଏ। କିନ୍ତୁ ପରମେଶ୍ୱର ସେହି ବ୍ୟକ୍ତିକୁ ଏସବୁ ଉପଭୋଗ କରିବା ପାଇଁ ଅନୁମତି ଦିଅନ୍ତି ନାହିଁ। ତା ବଦଳରେ ଅନ୍ୟ ଜଣେ ଏହା ଉପଭୋଗ କରେ। ଏହା ଅସାର ଅଟେ ଓ ଏକ ମନ୍ଦ ବ୍ୟାଧି ସ୍ୱରୂପ ଅଟେ।

Viz kapitola kopírovat




ଉପଦେଶକ 6:2

Následuj nás:

Reklamy


Reklamy