ଉପଦେଶକ 6:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଏଣୁ ମୂର୍ଖ ଅପେକ୍ଷା ଜ୍ଞାନୀର କି ଲାଭ? ଆଉ, ଜୀବିତମାନଙ୍କ ସାକ୍ଷାତରେ ଚଳିବାକୁ ଜାଣେ ଯେଉଁ ଦରିଦ୍ର ଲୋକ, ତାହାର ଅବା କି ଲାଭ? Viz kapitolaପବିତ୍ର ବାଇବଲ (Re-edited) - (BSI)8 ଏଣୁ ମୂର୍ଖ ଅପେକ୍ଷା ଜ୍ଞାନୀର କି ଲାଭ? ଆଉ, ଜୀବିତମାନଙ୍କ ସାକ୍ଷାତରେ ଚଳିବାକୁ ଜାଣେ ଯେଉଁ ଦରିଦ୍ର ଲୋକ, ତାହାର ଅବା କି ଲାଭ? Viz kapitolaଓଡିଆ ବାଇବେଲ8 ଏଣୁ ମୂର୍ଖ ଅପେକ୍ଷା ଜ୍ଞାନୀର କି ଲାଭ ? ଆଉ, ଜୀବିତମାନଙ୍କ ସାକ୍ଷାତରେ ଚଳିବାକୁ ଜାଣେ ଯେଉଁ ଦରିଦ୍ର ଲୋକ, ତାହାର ଅବା କି ଲାଭ ? Viz kapitolaପବିତ୍ର ବାଇବଲ8 ଏହି ପ୍ରକାରର ଜଣେ ଜ୍ଞାନୀ ଜଣେ ମୂର୍ଖଠାରୁ କେଉଁ ଗୁଣରେ ଭଲ? ଜଣେ ଗରିବ ଲୋକ ଅନ୍ୟମାନଙ୍କୁ କିପରି ବ୍ୟବହାର କରିବାକୁ ହେବ, ତାହା ଯଦି ଜାଣେ, ଉତ୍ତମତା କ’ଣ? Viz kapitola |