ଉପଦେଶକ 7:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଅତିରିକ୍ତ ଧାର୍ମିକ ହୁଅ ନାହିଁ; କିଅବା ଆପଣାକୁ ଅତି ଜ୍ଞାନୀ ଦେଖାଅ ନାହିଁ; କାହିଁକି ତୁମ୍ଭେ ଆପଣାକୁ ବିନାଶ କରିବ? Viz kapitolaପବିତ୍ର ବାଇବଲ (Re-edited) - (BSI)16 ଅତିରିକ୍ତ ଧାର୍ମିକ ହୁଅ ନାହିଁ; କିଅବା ଆପଣାକୁ ଅତି ଜ୍ଞାନୀ ଦେଖାଅ ନାହିଁ; କାହିଁକି ତୁମ୍ଭେ ଆପଣାକୁ ବିନାଶ କରିବ? Viz kapitolaଓଡିଆ ବାଇବେଲ16 ଅତିରିକ୍ତ ଧାର୍ମିକ ହୁଅ ନାହିଁ; କିଅବା ଆପଣାକୁ ଅତି ଜ୍ଞାନୀ ଦେଖାଅ ନାହିଁ; କାହିଁକି ତୁମ୍ଭେ ଆପଣାକୁ ବିନାଶ କରିବ ? Viz kapitolaପବିତ୍ର ବାଇବଲ16 ତୁମ୍ଭେମାନେ ନିଜକୁ ଅତି ଧାର୍ମିକ ବୋଲି ଦେଖାଅ ନାହିଁ। କିଅବା ଆପଣାକୁ ଅତି ଜ୍ଞାନୀ ବୋଲି ଦେଖାଇ ହୁଅ ନାହିଁ। କାହିଁକି ଏଥିରେ ତୁମ୍ଭେ ନିଜକୁ ବିନାଶ କରିବ? Viz kapitola |