ଉପଦେଶକ 7:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ହାସ୍ୟଠାରୁ ଖେଦ ଭଲ; କାରଣ ମୁଖର ବିଷଣ୍ଣତା ଦ୍ୱାରା ହୃଦୟ ପ୍ରସନ୍ନ ହୁଏ। Viz kapitolaପବିତ୍ର ବାଇବଲ (Re-edited) - (BSI)3 ହାସ୍ୟଠାରୁ ଖେଦ ଭଲ; କାରଣ ମୁଖର ବିଷଣ୍ଣତା ଦ୍ଵାରା ହୃଦୟ ପ୍ରସନ୍ନ ହୁଏ। Viz kapitolaଓଡିଆ ବାଇବେଲ3 ହାସ୍ୟଠାରୁ ଖେଦ ଭଲ; କାରଣ ମୁଖର ବିଷର୍ଣ୍ଣତା ଦ୍ୱାରା ହୃଦୟ ପ୍ରସନ୍ନ ହୁଏ। Viz kapitolaପବିତ୍ର ବାଇବଲ3 ସୁଖଠାରୁ ଦୁଃଖ ଭଲ କାରଣ ଏକ ଦୁଃଖ ଅନୁଭୂତି ମୂଲ୍ୟବାନ ଶିକ୍ଷା ଦିଏ। Viz kapitola |