Online Bible

- Reklamy -




ଉପଦେଶକ 8:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ଯେତେବେଳେ ମୁଁ ଜ୍ଞାନର ତତ୍ତ୍ୱ ଜାଣିବାକୁ ଓ ପୃଥିବୀରେ ସାଧିତ କାର୍ଯ୍ୟ ଦେଖିବାକୁ ମନୋଯୋଗ କଲି (କାରଣ ଦିବାରାତ୍ର ଯାହାର ଚକ୍ଷୁ ନିଦ୍ରା ଦେଖେ ନାହିଁ, ଏପରି ଲୋକ ମଧ୍ୟ ଅଛନ୍ତି);

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

16 ଯେତେବେଳେ ମୁଁ ଜ୍ଞାନର ତତ୍ତ୍ଵ ଜାଣିବାକୁ ଓ ପୃଥିବୀରେ କୃତକାର୍ଯ୍ୟ ଦେଖିବାକୁ ମନୋଯୋଗ କଲି; (କାରଣ ଦିବାରାତ୍ର ଯାହାର ଚକ୍ଷୁ ନିଦ୍ରା ନ ଦେଖେ,ଏପରି ଲୋକ ମଧ୍ୟ ଅଛି);

Viz kapitola kopírovat

ଓଡିଆ ବାଇବେଲ

16 ଯେତେବେଳେ ମୁଁ ଜ୍ଞାନର ତତ୍ତ୍ୱ ଜାଣିବାକୁ ଓ ପୃଥିବୀରେ ସାଧିତ କାର୍ଯ୍ୟ ଦେଖିବାକୁ ମନୋଯୋଗ କଲି (କାରଣ ଦିବାରାତ୍ର ଯାହାର ଚକ୍ଷୁ ନିଦ୍ରା ଦେଖେ ନାହିଁ, ଏପରି ଲୋକ ମଧ୍ୟ ଅଛନ୍ତି);

Viz kapitola kopírovat

ପବିତ୍ର ବାଇବଲ

16 ଯେତେବେଳେ ମୁଁ ଜ୍ଞାନର ତତ୍ତ୍ୱ ଜାଣିବାକୁ ଓ ପୃଥିବୀରେ ଘଟୁଥିବା କାର୍ଯ୍ୟ ଦେଖିବାକୁ ମନୋଯୋଗ କଲି। ଏଇ ଦିନରେ ମୁଁ ନ ଶୋଇ ଦିନରାତି କାମ କଲି।

Viz kapitola kopírovat




ଉପଦେଶକ 8:16

Následuj nás:

Reklamy


Reklamy