ଏଫିସୀୟ 1:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ପାଉଲ, ଈଶ୍ବରଙ୍କ ଇଚ୍ଛାରେ ଖ୍ରୀଷ୍ଟ ଯୀଶୁଙ୍କ ଜଣେ ପ୍ରେରିତ, ଏଫିସ ସହରରେ ଥିବା ସାଧୁ ଓ ଖ୍ରୀଷ୍ଟ ଯୀଶୁଙ୍କଠାରେ ଥିବା ବିଶ୍ୱାସୀମାନଙ୍କ ନିକଟକୁ ଲେଖୁଅଛି। Viz kapitolaପବିତ୍ର ବାଇବଲ (Re-edited) - (BSI)1 ପାଉଲ, ଈଶ୍ଵରଙ୍କ ଇଚ୍ଛାରେ ଖ୍ରୀଷ୍ଟ ଯୀଶୁଙ୍କ ଜଣେ ପ୍ରେରିତ, ଏଫିସରେ ଥିବା ସାଧୁ ଓ ଖ୍ରୀଷ୍ଟ ଯୀଶୁଙ୍କଠାରେ ଥିବା ବିଶ୍ଵାସୀମାନଙ୍କ ନିକଟକୁ ଲେଖୁଅଛି। Viz kapitolaଓଡିଆ ବାଇବେଲ1 ପାଉଲ, ଈଶ୍ୱରଙ୍କ ଇଚ୍ଛାରେ ଖ୍ରୀଷ୍ଟ ଯୀଶୁଙ୍କ ଜଣେ ପ୍ରେରିତ, ଏଫିସରେ ଥିବା ସାଧୁ ଓ ଖ୍ରୀଷ୍ଟ ଯୀଶୁଙ୍କଠାରେ ଥିବା ବିଶ୍ୱାସୀମାନଙ୍କ ନିକଟକୁ | Viz kapitolaପବିତ୍ର ବାଇବଲ (CL) NT (BSI)1 ଈଶ୍ୱରଙ୍କ ଅଭିମତ ଅନୁଯାୟୀ ଖ୍ରୀଷ୍ଟ ଯୀଶୁଙ୍କର ଜଣେ ପ୍ରେରିତ ଶିଷ୍ୟ ରୂପେ ନିଯୁକ୍ତ ହୋଇଥିବା ପାଉଲ, ଯୀଶୁ ଖ୍ରୀଷ୍ଟଙ୍କ ସହିତ ସଂଯୁକ୍ତ ହୋଇ ବିଶ୍ୱସ୍ତ ଜୀବନ ଯାପନ କରୁଥିବା ଏଫିସୀର ଈଶ୍ୱରଭକ୍ତମାନଙ୍କ ନିକଟକୁ ଲେଖିଥିବା ଏହି ପତ୍ର:- Viz kapitolaପବିତ୍ର ବାଇବଲ1 ଖ୍ରୀଷ୍ଟ ଯୀଶୁଙ୍କର ପ୍ରେରିତ ପାଉଲଙ୍କଠାରୁ ପତ୍ର। ପରମେଶ୍ୱରଙ୍କ ଇଚ୍ଛାନୁଯାୟୀ ଏଫିସୀୟଠାରେ ରହୁଥିବା ପରମେଶ୍ୱରଙ୍କ ପବିତ୍ର ଲୋକ ଓ ଖ୍ରୀଷ୍ଟ ଯୀଶୁଙ୍କଠାରେ ବିଶ୍ୱାସୀ ଲୋକଙ୍କ ପ୍ରତି ମୁଁ ପ୍ରେରିତ ହୋଇଛି। Viz kapitola |