ଏଫିସୀୟ 2:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ସେହି ଅନାଜ୍ଞାବହ ସନ୍ତାନମାନଙ୍କ ସହିତ ଆମ୍ଭେମାନେ ସମସ୍ତେ ମଧ୍ୟ ଏକ ସମୟରେ ଆମ୍ଭମାନଙ୍କ ଶାରୀରିକ ଅଭିଳାଷ ଅନୁସାରେ ଜୀବନଯାପନ କରି ଶାରୀରିକ ଓ ମନର କାମନା ପୂର୍ଣ୍ଣ କରୁଥିଲୁ, ପୁଣି, ଅନ୍ୟମାନଙ୍କ ପରି ସୁଦ୍ଧା ସ୍ୱଭାବତଃ କ୍ରୋଧର ପାତ୍ର ଥିଲୁ; Viz kapitolaପବିତ୍ର ବାଇବଲ (Re-edited) - (BSI)3 ସେହି ଅନାଜ୍ଞାବହ ସନ୍ତାନମାନଙ୍କ ସହିତ ଆମ୍ଭେମାନେ ସମସ୍ତେ ମଧ୍ୟ ଏକ ସମୟରେ ଆମ୍ଭମାନଙ୍କ ଶାରୀରିକ ଅଭିଳାଷ ଅନୁସାରେ ଜୀବନ ଯାପନ କରି ଶାରୀରିକ ଓ ମାନସିକ କାମନା ପୂର୍ଣ୍ଣ କରୁଥିଲୁ, ପୁଣି ଅନ୍ୟମାନଙ୍କ ପରି ସୁଦ୍ଧା ସ୍ଵଭାବତଃ କ୍ରୋଧର ପାତ୍ର ଥିଲୁ; Viz kapitolaଓଡିଆ ବାଇବେଲ3 ସେହି ଅନାଜ୍ଞାବହ ସନ୍ତାନମାନଙ୍କ ସହିତ ଆମ୍ଭେମାନେ ସମସ୍ତେ ମଧ୍ୟ ଏକ ସମୟରେ ଆମ୍ଭମାନଙ୍କ ଶାରୀରିକ ଅଭିଲାଷ ଅନୁସାରେ ଜୀବନ ଯାପନ କରି ଶାରୀରିକ ଓ ମନର କାମନା ପୂର୍ଣ୍ଣ କରୁଥିଲୁ, ପୁଣି, ଅନ୍ୟମାନଙ୍କ ପରି ସୁଦ୍ଧା ସ୍ୱଭାବତଃ କ୍ରୋଧର ପାତ୍ର ଥିଲୁ; Viz kapitolaପବିତ୍ର ବାଇବଲ (CL) NT (BSI)3 ପ୍ରକୃତରେ ଆମେ ସମସ୍ତେ ସେମାନଙ୍କ ପରି ଥିଲୁ ଏବଂ ଶରୀର ଓ ମନର ଅଭିଳାଷକୁ ଚରିତାର୍ଥ କରି ଜୀବନ ଯାପନ କରୁଥିଲୁ। ସ୍ୱଭାବତଃ, ଅନ୍ୟମାନଙ୍କ ପରି ଆମେ ମଧ୍ୟ ଈଶ୍ୱରଙ୍କ କ୍ରୋଧର ପରିଣାମ ଭୋଗ କରିବାକୁ ଯାଉଥିଲୁ। Viz kapitolaପବିତ୍ର ବାଇବଲ3 ଅତୀତରେ ଆମ୍ଭେ ସମସ୍ତେ ସେହିଭଳି ଜୀବନଯାପନ କରୁଥିଲୁ। ଆମ୍ଭେ ଆମ୍ଭର ପାପଭରା ମନୋଭାବର କାମନା ସବୁ ପୂରଣ କରିବାରେ ଚେଷ୍ଟିତ ଥିଲୁ। ଯାହା ଆମ୍ଭ ଦେହ ଗ୍ଭହୁଁଥିଲା ଓ ମନ ଭାବୁଥିଲା, ସେହି କାର୍ଯ୍ୟ କରୁଥିଲୁ। ଆମ୍ଭେ ମନ୍ଦଲୋକ ଥିଲୁ। ଆମ୍ଭର ପାପପୂର୍ଣ୍ଣ ଜୀବନ ଲାଗି ଆମ୍ଭେମାନେ ଅନ୍ୟମାନଙ୍କ ପରି ପରମେଶ୍ୱରଙ୍କ କ୍ରୋଧର ପାତ୍ର ହୋଇ ଦଣ୍ଡ ଭୋଗ କରିଥା’ନ୍ତୁ। Viz kapitola |