ଏଫିସୀୟ 4:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ତାହାଙ୍କଠାରୁ ସମସ୍ତ ଶରୀର ପ୍ରତ୍ୟେକ ସନ୍ଧିର ସାହାଯ୍ୟ ଦ୍ୱାରା ପୁଣି, ପ୍ରତ୍ୟେକ ଅଂଶର କାର୍ଯ୍ୟସାଧକ ଶକ୍ତି ଅନୁସାରେ ସୁଖଚିତ ଓ ସୁସଂଯୁକ୍ତ ହୋଇ ପ୍ରେମରେ ଆପଣାର ନିଷ୍ଠା ନିମନ୍ତେ ନିଜର ବୃଦ୍ଧି ସାଧନ କରୁଅଛି। Viz kapitolaପବିତ୍ର ବାଇବଲ (Re-edited) - (BSI)16 ତାହାଙ୍କଠାରୁ ସମସ୍ତ ଶରୀର ପ୍ରତ୍ୟେକ ସନ୍ଧିର ସାହାଯ୍ୟ ଦ୍ଵାରା ପୁଣି ପ୍ରତ୍ୟେକ ଅଂଶର କାର୍ଯ୍ୟସାଧକ ଶକ୍ତି ଅନୁସାରେ ସୁଖଚିତ ଓ ସୁସଂଯୁକ୍ତ ହୋଇ ପ୍ରେମରେ ଆପଣାର ନିଷ୍ଠା ନିମନ୍ତେ ନିଜର ବୃଦ୍ଧି ସାଧନ କରୁଅଛି। Viz kapitolaଓଡିଆ ବାଇବେଲ16 ତାହାଙ୍କଠାରୁ ସମସ୍ତ ଶରୀର ପ୍ରତ୍ୟେକ ସନ୍ଧିର ସାହାଯ୍ୟ ଦ୍ୱାରା ପୁଣି, ପ୍ରତ୍ୟେକ ଅଂଶର କାର୍ଯ୍ୟସାଧକ ଶକ୍ତି ଅନୁସାରେ ସୁଖଚିତ ଓ ସୁସଂଯୁକ୍ତ ହୋଇ ପ୍ରେମରେ ଆପଣାର ନିଷ୍ଠା ନିମନ୍ତେ ନିଜର ବୃଦ୍ଧି ସାଧନ କରୁଅଛି । Viz kapitolaପବିତ୍ର ବାଇବଲ (CL) NT (BSI)16 ତାହାଙ୍କ ନିୟନ୍ତ୍ରଣରେ ଶରୀରର ବିଭିନ୍ନ ଅଙ୍ଗପ୍ରତ୍ୟଙ୍ଗ ଏକତ୍ର ସଂଯୋଜିତ ହୁଅନ୍ତି ଏବଂ ସେଥିରେ ଥିବା ଗ୍ରନ୍ଥିମାନଙ୍କ ସାହାଯ୍ୟରେ ସମୁଦାୟ ଶରୀର ସଙ୍ଗଠିତ ହୁଏ। ତେଣୁ ପ୍ରତ୍ୟେକ ଅବୟବ ନିଜର କାର୍ଯ୍ୟ ଯଥାଯଥ ଭାବରେ ନିର୍ବାହ କରିବା ଦ୍ୱାରା ସମଗ୍ର ଶରୀର ବୃଦ୍ଧି ପାଇ ସୁଗଠିତ ହୁଏ। Viz kapitolaପବିତ୍ର ବାଇବଲ16 ସମ୍ପୂର୍ଣ୍ଣ ଶରୀର ଯୀଶୁ ଖ୍ରୀଷ୍ଟଙ୍କ ଉପରେ ନିର୍ଭରଶୀଳ। ଶରୀରର ପ୍ରତ୍ୟେକ ଅଙ୍ଗ ଏକାଠି ଯୋଡ଼ି ହୋଇ ରହିଛନ୍ତି। ପ୍ରତ୍ୟେକ ଅଙ୍ଗ ନିଜ ନିଜର କାର୍ଯ୍ୟ କରନ୍ତି। ଏହା ଦ୍ୱାରା ସମଗ୍ର ଶରୀର ପ୍ରେମରେ ବୃଦ୍ଧି ପାଇ ଶକ୍ତିଶାଳୀ ହୁଏ। Viz kapitola |