ଏଫିସୀୟ 4:26 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 କ୍ରୋଧ କର କିନ୍ତୁ ପାପ କର ନାହିଁ; ସୂର୍ଯ୍ୟ ଅସ୍ତ ନ ହେଉଣୁ କ୍ରୋଧ ପରିତ୍ୟାଗ କର, ପୁଣି, ଶୟତାନକୁ ସ୍ଥାନ ଦିଅ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)26 କ୍ରୁଦ୍ଧ ହେଲେ ପାପ କର ନାହିଁ; ସୂର୍ଯ୍ୟଅସ୍ତ ନ ହେଉଣୁ କ୍ରୋଧ ପରିତ୍ୟାଗ କର; Viz kapitolaଓଡିଆ ବାଇବେଲ26 କ୍ରୋଧ କର କିନ୍ତୁ ପାପ କର ନାହିଁ; ସୁର୍ଯ୍ୟ ଅସ୍ତ ନ ହେଉଣୁ କ୍ରୋଧ ପରିତ୍ୟାଗ କର, ପୁଣି, ଶୟତାନକୁ ସ୍ଥାନ ଦିଅ ନାହିଁ । Viz kapitolaପବିତ୍ର ବାଇବଲ (CL) NT (BSI)26 ତୁମେ କ୍ରୋଧାନ୍ୱିତ ହୋଇ ପାପ କର ନାହିଁ। ସୂର୍ଯ୍ୟାସ୍ତ ପୂର୍ବରୁ ତୁମର କ୍ରୋଧ ଶାନ୍ତ ହେଉ। Viz kapitolaପବିତ୍ର ବାଇବଲ26 ଯେତେବେଳେ ତୁମ୍ଭର କ୍ରୋଧ ହୁଏ, ସେତେବେଳେ ଅତି କ୍ରୋଧୀ ହୋଇ ପାପ କର ନାହିଁ। Viz kapitola |