ଏଫିସୀୟ 4:31 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT31 ସମସ୍ତ ପ୍ରକାର କଟୁ ଭାବ, ରାଗ, କ୍ରୋଧ, କଳହ ଓ ନିନ୍ଦା, ପୁଣି, ସମସ୍ତ ପ୍ରକାର ହିଂସା ତୁମ୍ଭମାନଙ୍କଠାରୁ ଦୂର ହେଉ; Viz kapitolaପବିତ୍ର ବାଇବଲ (Re-edited) - (BSI)31 ସମସ୍ତ ପ୍ରକାର କଟୁଭାବ, ରାଗ, କ୍ରୋଧ, କଳହ ଓ ନିନ୍ଦା, ପୁଣି ସମସ୍ତ ପ୍ରକାର ହିଂସା ତୁମ୍ଭମାନଙ୍କଠାରୁ ଦୂର ହେଉ। Viz kapitolaଓଡିଆ ବାଇବେଲ31 ସମସ୍ତ ପ୍ରକାର କଟୁ ଭାବ, ରାଗ, କ୍ରୋଧ, କଳହ ଓ ନିନ୍ଦା, ପୁଣି, ସମସ୍ତ ପ୍ରକାର ହିଂସା ତୁମ୍ଭମାନଙ୍କଠାରୁ ଦୁର ହେଉ; Viz kapitolaପବିତ୍ର ବାଇବଲ (CL) NT (BSI)31 ସମସ୍ତ ତିକ୍ତତା, ଉତ୍ତେଜନା ଓ କ୍ରୋଧ ପରିହାର କର। ତିରସ୍କାର କିମ୍ବା ପରନିନ୍ଦା କର ନାହିଁ। କାହା ପ୍ରତି ଘୃଣାଭାବ ପୋଷଣ କର ନାହିଁ। Viz kapitolaପବିତ୍ର ବାଇବଲ31 କେବେ ହେଲେ କଟୁ ହୁଅ ନାହିଁ, ରାଗ ନାହିଁ, କ୍ରୋଧ କର ନାହିଁ, ଉତ୍ତେଜିତ ହୁଅ ନାହିଁ। କ୍ରୋଧରେ ପାଟି କର ନାହିଁ, ବା ଅନ୍ୟମାନଙ୍କୁ ଆଘାତ ଦେଲାଭଳି କଥା କୁହ ନାହିଁ। କେବେ ହେଲେ ମନ୍ଦ କାମ କର ନାହିଁ। Viz kapitola |