ଏଷ୍ଟର 2:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ପୁଣି, ରାଜା ନିକଟକୁ ଯିବାକୁ ହେଲେ, ପ୍ରତ୍ୟେକ ଯୁବତୀ ନିମନ୍ତେ ଏହି ନିୟମ ଥିଲା ଯେ, ସେ କୌଣସି ଦ୍ରବ୍ୟ ମାଗିଲେ, ଅନ୍ତଃପୁରରୁ ରାଜଗୃହକୁ ଯିବା ସମୟରେ ସଙ୍ଗେ ନେବା ନିମନ୍ତେ ତାହା ତାକୁ ଦିଆଯାଉଥିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)13 ପୁଣି, ରାଜା ନିକଟକୁ ଯିବାକୁ ହେଲେ, ପ୍ରତ୍ୟେକ ଯୁବତୀ ନିମନ୍ତେ ଏହି ନିୟମ ଥିଲା ଯେ, ସେ କୌଣସି ଦ୍ରବ୍ୟ ମାଗିଲେ, ଅନ୍ତଃପୁରରୁ ରାଜଗୃହକୁ ଯିବା ସମୟରେ ସଙ୍ଗେ ନେବା ନିମନ୍ତେ ତାହା ତାକୁ ଦିଆଗଲା। Viz kapitolaଓଡିଆ ବାଇବେଲ13 ପୁଣି, ରାଜା ନିକଟକୁ ଯିବାକୁ ହେଲେ, ପ୍ରତ୍ୟେକ ଯୁବତୀ ନିମନ୍ତେ ଏହି ନିୟମ ଥିଲା ଯେ, ସେ କୌଣସି ଦ୍ରବ୍ୟ ମାଗିଲେ, ଅନ୍ତଃପୁରରୁ ରାଜଗୃହକୁ ଯିବା ସମୟରେ ସଙ୍ଗେ ନେବା ନିମନ୍ତେ ତାହା ତାକୁ ଦିଆଯାଉଥିଲା। Viz kapitolaପବିତ୍ର ବାଇବଲ13 ପୁଣି ରାଜାଙ୍କ ନିକଟକୁ ଯିବାକୁ ହେଲେ, ପ୍ରତ୍ୟେକ ଯୁବତୀ ନିମନ୍ତେ ଏହିପରି ନିୟମ ଥିଲା। ସେ ଯେକୌଣସି ଦ୍ରବ୍ୟ ମାଗିଲେ, ଅନ୍ତଃପୁରରୁ ରାଜଗୃହକୁ ଯିବା ସମୟରେ ସାଙ୍ଗରେ ନେବା ନିମନ୍ତେ ତାହାକୁ ଦିଆଗଲା। Viz kapitola |