Online Bible

- Reklamy -




ଏଷ୍ଟର 2:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ଏଷ୍ଟର ମର୍ଦ୍ଦଖୟର ଆଜ୍ଞାନୁସାରେ ଆପଣା ବଂଶ ଓ କୁଟୁମ୍ବର ପରିଚୟ କାହାକୁ ହିଁ ଦେଲା ନାହିଁ; କାରଣ ଏଷ୍ଟର ମର୍ଦ୍ଦଖୟ ନିକଟରେ ପ୍ରତିପାଳିତା ହେବା ସମୟରେ ଯେପରି କରୁଥିଲେ, ସେତେବେଳେ ମଧ୍ୟ ସେପରି ତାହାର ଆଜ୍ଞା ପାଳନ କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

20 ଏଷ୍ଟର ମର୍ଦ୍ଦଖୟର ଆଜ୍ଞାନୁସାରେ ଆପଣା ବଂଶ ଓ କୁଟୁମ୍ଵର ପରିଚୟ କାହାକୁ ହିଁ ଦେଲା ନାହିଁ; କାରଣ ଏଷ୍ଟର ମର୍ଦ୍ଦଖୟ ନିକଟରେ ପ୍ରତିପାଳିତା ହେବା ସମୟରେ ଯେପରି କରୁଥିଲା, ସେତେବେଳେ ମଧ୍ୟ ସେପରି ତାହାର ଆଜ୍ଞା ପାଳନ କଲା।

Viz kapitola kopírovat

ଓଡିଆ ବାଇବେଲ

20 ଏଷ୍ଟର ମର୍ଦ୍ଦଖୟର ଆଜ୍ଞାନୁସାରେ ଆପଣା ବଂଶ ଓ କୁଟୁମ୍ବର ପରିଚୟ କାହାକୁ ହିଁ ଦେଲା ନାହିଁ; କାରଣ ଏଷ୍ଟର ମର୍ଦ୍ଦଖୟ ନିକଟରେ ପ୍ରତିପାଳିତା ହେବା ସମୟରେ ଯେପରି କରୁଥିଲେ, ସେତେବେଳେ ମଧ୍ୟ ସେପରି ତାହାର ଆଜ୍ଞା ପାଳନ କଲେ।

Viz kapitola kopírovat

ପବିତ୍ର ବାଇବଲ

20 ଏଷ୍ଟର ମର୍ଦ୍ଦଖୟର ଆଜ୍ଞାନୁସାରେ ଆପଣା ବଂଶ ଓ କୁଟୁମ୍ବର ପରିଚୟ କାହାକୁ ହିଁ ଦେଲା ନାହିଁ। କାରଣ ଏଷ୍ଟର ମର୍ଦ୍ଦଖୟ ନିକଟରେ ପ୍ରତିପାଳିତା ହେବା ସମୟରେ ଯେପରି କରୁଥିଲା ସେତେବେଳେ ହିଁ ସେପରି ତାହାର ଆଜ୍ଞା ପାଳନ କଲା।

Viz kapitola kopírovat




ଏଷ୍ଟର 2:20

Následuj nás:

Reklamy


Reklamy