ଏଷ୍ଟର 3:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ପୁଣି, ଏକ ଦିନରେ, ଅର୍ଥାତ୍, ଅଦର ନାମକ ଦ୍ୱାଦଶ ମାସର ତ୍ରୟୋଦଶ ଦିନରେ ଯୁବା, ବୃଦ୍ଧ, ଶିଶୁ ଓ ସ୍ତ୍ରୀମାନଙ୍କ ସହିତ ସବୁ ଯିହୁଦୀୟମାନଙ୍କୁ ସଂହାର, ବଧ ଓ ବିନାଶ କରିବାକୁ ଓ ସେମାନଙ୍କ ସମ୍ପତ୍ତି ଲୁଟିବାକୁ ସେହି ପତ୍ର ଧାବକଗଣଙ୍କ ଦ୍ୱାରା ରାଜାଙ୍କ ସବୁ ପ୍ରଦେଶକୁ ପ୍ରେରିତ ହେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)13 ପୁଣି, ଏକ ଦିନରେ, ଅର୍ଥାତ୍, ଅଦର ନାମକ ଦ୍ଵାଦଶ ମାସର ତ୍ରୟୋଦଶ ଦିନରେ ଯୁବା, ବୃଦ୍ଧ, ଶିଶୁ ଓ ସ୍ତ୍ରୀମାନଙ୍କ ସହିତ ସବୁ ଯିହୁଦୀୟମାନଙ୍କୁ ସଂହାର, ବଧ ଓ ବିନାଶ କରିବାକୁ ଓ ସେମାନଙ୍କ ସମ୍ପତ୍ତି ଲୁଟିବାକୁ ସେହି ପତ୍ର ଧାବକଗଣଙ୍କ ଦ୍ଵାରା ରାଜାର ସବୁ ପ୍ରଦେଶକୁ ପ୍ରେରିତ ହେଲା। Viz kapitolaଓଡିଆ ବାଇବେଲ13 ପୁଣି, ଏକ ଦିନରେ, ଅର୍ଥାତ୍, ଅଦର ନାମକ ଦ୍ୱାଦଶ ମାସର ତ୍ରୟୋଦଶ ଦିନରେ ଯୁବା, ବୃଦ୍ଧ, ଶିଶୁ ଓ ସ୍ତ୍ରୀମାନଙ୍କ ସହିତ ସବୁ ଯିହୁଦୀୟମାନଙ୍କୁ ସଂହାର, ବଧ ଓ ବିନାଶ କରିବାକୁ ଓ ସେମାନଙ୍କ ସମ୍ପତ୍ତି ଲୁଟିବାକୁ ସେହି ପତ୍ର ଧାବକଗଣଙ୍କ ଦ୍ୱାରା ରାଜାଙ୍କ ସବୁ ପ୍ରଦେଶକୁ ପ୍ରେରିତ ହେଲେ। Viz kapitolaପବିତ୍ର ବାଇବଲ13 ସମସ୍ତ ଯିହୁଦୀୟ ଆବାଳ, ବୃଦ୍ଧବନିତାଙ୍କୁ ବଧ କରିବା ପାଇଁ, ତଣ୍ଟି କାଟିବା ପାଇଁ, ଧ୍ୱଂସ କରିବା ପାଇଁ ଏବଂ ସେମାନଙ୍କର ଦ୍ରବ୍ୟଗୁଡ଼ିକ ଲୁଣ୍ଠନ କରିବା ପାଇଁ ଲୋକମାନଙ୍କୁ ଅନୁମତି ପ୍ରଦାନ କରି, ରାଜା ସମସ୍ତ ପ୍ରଦେଶକୁ ପତ୍ରବାହକମାନଙ୍କ ଦ୍ୱାରା ପତ୍ର ପଠାଇଲେ। ଏହା ମାତ୍ର ଗୋଟିଏ ଦିନରେ କରାଯିବାର ଥିଲା, ତାହା ଦ୍ୱାଦଶ ମାସର ତ୍ରୟୋଦଶ ଦିନ ଯାହା ଅଦର ମାସ କୁହାଯାଏ। Viz kapitola |