ଏଷ୍ଟର 3:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଏହିରୂପେ ସେମାନେ ପ୍ରତିଦିନ ତାହାଙ୍କୁ କହିଲେ, ତଥାପି ସେ ସେମାନଙ୍କର କଥା ମାନିଲେ ନାହିଁ; ଏଣୁ ଏହି ମର୍ଦ୍ଦଖୟର କଥା ରହିବ କି ନାହିଁ, ଏହା ଜାଣିବା ଇଚ୍ଛାରେ ସେମାନେ ହାମନ୍କୁ ତାହା ଜଣାଇଲେ; କାରଣ ମର୍ଦ୍ଦଖୟ ଯେ ଯିହୁଦୀୟ ଲୋକ, ଏହା ସେ ସେମାନଙ୍କୁ କହିଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)4 ଏହିରୂପେ ସେମାନେ ନିତି ନିତି ତାହାକୁ କହିଲେ, ତଥାପି ସେ ସେମାନଙ୍କର କଥା ମାନିଲା ନାହିଁ; ଏଣୁ ଏହି ମର୍ଦ୍ଦଖୟର କଥା ରହିବ କି ନାହିଁ, ଏହା ଜାଣିବା ଇଚ୍ଛାରେ ସେମାନେ ହାମନ୍କୁ ତାହା ଜଣାଇଲେ; କାରଣ ମର୍ଦ୍ଦଖୟ ଯେ ଯିହୁଦୀୟ ଲୋକ, ଏହା ସେ ସେମାନଙ୍କୁ କହିଥିଲା। Viz kapitolaଓଡିଆ ବାଇବେଲ4 ଏହିରୂପେ ସେମାନେ ପ୍ରତିଦିନ ତାହାଙ୍କୁ କହିଲେ, ତଥାପି ସେ ସେମାନଙ୍କର କଥା ମାନିଲେ ନାହିଁ; ଏଣୁ ଏହି ମର୍ଦ୍ଦଖୟର କଥା ରହିବ କି ନାହିଁ, ଏହା ଜାଣିବା ଇଚ୍ଛାରେ ସେମାନେ ହାମନ୍କୁ ତାହା ଜଣାଇଲେ; କାରଣ ମର୍ଦ୍ଦଖୟ ଯେ ଯିହୁଦୀୟ ଲୋକ, ଏହା ସେ ସେମାନଙ୍କୁ କହିଥିଲେ। Viz kapitolaପବିତ୍ର ବାଇବଲ4 ଏହିପରି ସେମାନେ ପ୍ରତ୍ୟେକ ଦିନ କହିଲେ। ତଥାପି ସେ ସେମାନଙ୍କର କଥା ଶୁଣିଲା ନାହିଁ। ଏଣୁ ଏହି ମର୍ଦ୍ଦଖୟର କଥା ରହିବ କି ନାହିଁ, ଏହା ଜାଣିବା ଇଚ୍ଛାରେ ସେମାନେ ହାମନ୍କୁ ତାହା ଜଣାଇଲେ। କାରଣ ମର୍ଦ୍ଦଖୟ ଯେକି ଯିହୁଦୀୟ ଲୋକ, ଏହା ସେ ସେମାନଙ୍କୁ କହିଥିଲା। Viz kapitola |