ଏଷ୍ଟର 4:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ତେଣୁ ମର୍ଦ୍ଦଖୟ ଏଷ୍ଟରଙ୍କୁ ଏହି ପ୍ରତ୍ୟୁତ୍ତର ଦେବାକୁ ସେମାନଙ୍କୁ କହିଲେ, “ସବୁ ଯିହୁଦୀୟମାନଙ୍କ ମଧ୍ୟରୁ କେବଳ ତୁମ୍ଭେ ରାଜଗୃହରେ ଥିବାରୁ ଯେ ରକ୍ଷା ପାଇବ, ଏହା ମନରେ ଭାବ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)13 ତେଣୁ ମର୍ଦ୍ଦଖୟ ଏଷ୍ଟରକୁ ଏହି ପ୍ରତ୍ୟୁତ୍ତର ଦେବାକୁ ସେମାନଙ୍କୁ କହିଲା, ସବୁ ଯିହୁଦୀୟମାନଙ୍କ ମଧ୍ୟରୁ କେବଳ ତୁମ୍ଭେ ରାଜଗୃହରେ ଥିବାରୁ ଯେ ରକ୍ଷା ପାଇବ, ଏହା ମନରେ ନ ଭାବ। Viz kapitolaଓଡିଆ ବାଇବେଲ13 ତେଣୁ ମର୍ଦ୍ଦଖୟ ଏଷ୍ଟରଙ୍କୁ ଏହି ପ୍ରତ୍ୟୁତ୍ତର ଦେବାକୁ ସେମାନଙ୍କୁ କହିଲେ, “ସବୁ ଯିହୁଦୀୟମାନଙ୍କ ମଧ୍ୟରୁ କେବଳ ତୁମ୍ଭେ ରାଜଗୃହରେ ଥିବାରୁ ଯେ ରକ୍ଷା ପାଇବ, ଏହା ମନରେ ଭାବ ନାହିଁ। Viz kapitola |