ଏଷ୍ଟର 4:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 “ତୁମ୍ଭେ ଯାଇ ଶୂଶନ୍ରେ ଉପସ୍ଥିତ ସମସ୍ତ ଯିହୁଦୀୟ ଲୋକଙ୍କୁ ଏକତ୍ର କରି ମୋʼ ନିମନ୍ତେ ଉପବାସ କର, ପୁଣି ତିନି ଦିନ ଯାଏ ଦିନରେ କିଅବା ରାତ୍ରିରେ କିଛି ଭୋଜନ କର ନାହିଁ ଓ କିଛି ପାନ କର ନାହିଁ; ମଧ୍ୟ ମୁଁ ଓ ମୋହର ଦାସୀଗଣ ତଦ୍ରୂପ ଉପବାସ କରିବୁ; ତହୁଁ ବ୍ୟବସ୍ଥାନୁଯାୟୀ ନୋହିଲେ ହେଁ ମୁଁ ରାଜାଙ୍କ ନିକଟକୁ ଯିବି; ତହିଁରେ ମୁଁ ବିନଷ୍ଟ ହେଲେ ବିନଷ୍ଟ ହେବି।” Viz kapitolaପବିତ୍ର ବାଇବଲ (Re-edited) - (BSI)16 ତୁମ୍ଭେ ଯାଇ ଶୂଶନ୍ରେ ଉପସ୍ଥିତ ସମସ୍ତ ଯିହୁଦୀୟ ଲୋକଙ୍କୁ ଏକତ୍ର କରି ମୋʼ ଲାଗି ଉପବାସ କର, ପୁଣି ତିନି ଦିନ ଯାଏ ଦିନରେ କିବା ରାତ୍ରରେ କିଛି ଆହାର କର ନାହିଁ ଓ କିଛି ପାନ କର ନାହିଁ; ମଧ୍ୟ ମୁଁ ଓ ମୋହର ଦାସୀଗଣ ତଦ୍ରୂପ ଉପବାସ କରିବୁ; ତହୁଁ ବ୍ୟବସ୍ଥାନୁଯାୟୀ ନୋହିଲେ ହେଁ ମୁଁ ରାଜାଙ୍କ ନିକଟକୁ ଯିବି; ତହିଁରେ ମୁଁ ବିନଷ୍ଟ ହେଲେ ବିନଷ୍ଟ ହେବି। Viz kapitolaଓଡିଆ ବାଇବେଲ16 “ତୁମ୍ଭେ ଯାଇ ଶୂଶନ୍ରେ ଉପସ୍ଥିତ ସମସ୍ତ ଯିହୁଦୀୟ ଲୋକଙ୍କୁ ଏକତ୍ର କରି ମୋ’ ନିମନ୍ତେ ଉପବାସ କର, ପୁଣି ତିନି ଦିନ ଯାଏ ଦିନରେ କିଅବା ରାତ୍ରିରେ କିଛି ଭୋଜନ କର ନାହିଁ ଓ କିଛି ପାନ କର ନାହିଁ; ମଧ୍ୟ ମୁଁ ଓ ମୋହର ଦାସୀଗଣ ତଦ୍ରୂପ ଉପବାସ କରିବୁ; ତହୁଁ ବ୍ୟବସ୍ଥାନୁଯାୟୀ ନୋହିଲେ ହେଁ ମୁଁ ରାଜାଙ୍କ ନିକଟକୁ ଯିବି; ତହିଁରେ ମୁଁ ବିନଷ୍ଟ ହେଲେ ବିନଷ୍ଟ ହେବି।” Viz kapitola |