ଏଷ୍ଟର 4:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଆହୁରି ମଧ୍ୟ, “ସେମାନଙ୍କ ବିନାଶାର୍ଥେ ଯେଉଁ ଆଜ୍ଞାପତ୍ର ଶୂଶନ୍ରେ ଦତ୍ତ ହୋଇଥିଲା, ତହିଁର ଏକ ପ୍ରତିଲିପି ଏଷ୍ଟରଙ୍କୁ ଦେଖାଇ ଜ୍ଞାତ କରାଇବାକୁ ଦେଲେ; ଆଉ, ଏଷ୍ଟର ଯେପରି ଆପଣା ଲୋକଙ୍କ ପାଇଁ ରାଜାଙ୍କ ଛାମୁରେ ପ୍ରବେଶ କରି ତାଙ୍କ ନିକଟରେ ନିବେଦନ ଓ ଅନୁରୋଧ କରିବେ,” ଏପରି ଆଦେଶ କରିବାକୁ କହିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)8 ଆହୁରି ମଧ୍ୟ, ସେମାନଙ୍କ ବିନାଶାର୍ଥେ ଯେଉଁ ଆଜ୍ଞାପତ୍ର ଶୂଶନ୍ରେ ଦତ୍ତ ହୋଇଥିଲା, ତହିଁର ଏକ ପ୍ରତିଲିପି ଏଷ୍ଟରକୁ ଦେଖାଇ ଜ୍ଞାତ କରାଇବାକୁ ଦେଲା; ଆଉ, ଏଷ୍ଟର ଯେପରି ଆପଣା ଲୋକଙ୍କ ପାଇଁ ରାଜାଙ୍କ ଛାମୁରେ ପ୍ରବେଶ କରି ତାଙ୍କ ନିକଟରେ ନିବେଦନ ଓ ଅନୁରୋଧ କରିବ, ଏପରି ଆଦେଶ କରିବାକୁ କହିଲା। Viz kapitolaଓଡିଆ ବାଇବେଲ8 ଆହୁରି ମଧ୍ୟ, “ସେମାନଙ୍କ ବିନାଶାର୍ଥେ ଯେଉଁ ଆଜ୍ଞାପତ୍ର ଶୂଶନ୍ରେ ଦତ୍ତ ହୋଇଥିଲା, ତହିଁର ଏକ ପ୍ରତିଲିପି ଏଷ୍ଟରଙ୍କୁ ଦେଖାଇ ଜ୍ଞାତ କରାଇବାକୁ ଦେଲେ; ଆଉ, ଏଷ୍ଟର ଯେପରି ଆପଣା ଲୋକଙ୍କ ପାଇଁ ରାଜାଙ୍କ ଛାମୁରେ ପ୍ରବେଶ କରି ତାଙ୍କ ନିକଟରେ ନିବେଦନ ଓ ଅନୁରୋଧ କରିବେ,” ଏପରି ଆଦେଶ କରିବାକୁ କହିଲେ। Viz kapitolaପବିତ୍ର ବାଇବଲ8 ଆହୁରି ମଧ୍ୟ ସେମାନଙ୍କ ବିନାଶାର୍ଥେ ଯେଉଁ ଆଜ୍ଞାପତ୍ର ଶୂଶନ୍ରେ ଦେଇଥିଲା, ତହିଁର ଏକ କପି ଏଷ୍ଟରକୁ ଦେଖାଇ ଜ୍ଞାତ କରାଇବାକୁ ଦେଲା। ଆଉ ଏଷ୍ଟର ଯେପରି ଆପଣା ଲୋକମାନଙ୍କ ପାଇଁ ରାଜାଙ୍କ ଛାମୁରେ ପ୍ରବେଶ କରି ତାହାଙ୍କ ନିକଟରେ ନିବେଦନ ଓ ଅନୁରୋଧ କରିବ ଏପରି ଆଦେଶ କରିବାକୁ କହିଲା। Viz kapitola |