ଏଷ୍ଟର 5:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏଉତ୍ତାରୁ ତୃତୀୟ ଦିନ ଏଷ୍ଟର ରାଜକୀୟ ବସ୍ତ୍ର ପିନ୍ଧି ରାଜଗୃହର ଭିତର ପ୍ରାଙ୍ଗଣରେ ରାଜଗୃହ ସମ୍ମୁଖରେ ଠିଆ ହେଲେ; ସେହି ସମୟରେ ରାଜା ରାଜଗୃହରେ ଗୃହଦ୍ୱାର ସମ୍ମୁଖରେ ରାଜସିଂହାସନ ଉପରେ ଉପବିଷ୍ଟ ଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)1 ଏଉତ୍ତାରୁ ତୃତୀୟ ଦିନ ଏଷ୍ଟର ରାଜକୀୟ ବସ୍ତ୍ର ପିନ୍ଧି ରାଜଗୃହର ଭିତର ପ୍ରାଙ୍ଗଣରେ ରାଜଗୃହ ସମ୍ମୁଖରେ ଠିଆ ହେଲା; ସେହି ସମୟରେ ରାଜା ରାଜଗୃହରେ ଗୃହଦ୍ଵାର ସମ୍ମୁଖରେ ରାଜସିଂହାସନ ଉପରେ ଉପବିଷ୍ଟ ଥିଲା। Viz kapitolaଓଡିଆ ବାଇବେଲ1 ଏଉତ୍ତାରୁ ତୃତୀୟ ଦିନ ଏଷ୍ଟର ରାଜକୀୟ ବସ୍ତ୍ର ପିନ୍ଧି ରାଜଗୃହର ଭିତର ପ୍ରାଙ୍ଗଣରେ ରାଜଗୃହ ସମ୍ମୁଖରେ ଠିଆ ହେଲେ; ସେହି ସମୟରେ ରାଜା ରାଜଗୃହରେ ଗୃହଦ୍ୱାର ସମ୍ମୁଖରେ ରାଜସିଂହାସନ ଉପରେ ଉପବିଷ୍ଟ ଥିଲେ। Viz kapitolaପବିତ୍ର ବାଇବଲ1 ତୃତୀୟ ଦିନ ଏଷ୍ଟର ରାଜକୀୟ ବସ୍ତ୍ର ପିନ୍ଧି ରାଜଗୃହର ଭିତର ପ୍ରାଙ୍ଗଣରେ ରାଜଗୃହ ସମ୍ମୁଖରେ ଛିଡ଼ା ହେଲା। ସେହି ସମୟରେ ରାଜା ରାଜଗୃହରେ ଗୃହଦ୍ୱାର ସମ୍ମୁଖରେ ରାଜ ସିଂହାସନ ଉପରେ ଉପବିଷ୍ଟ ଥିଲେ। Viz kapitola |