ଏଷ୍ଟର 5:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଏଥିରେ ରାଜା କହିଲେ, “ଏଷ୍ଟରଙ୍କ କଥାନୁସାରେ ଶୀଘ୍ର କର୍ମ କରିବା ପାଇଁ ହାମନ୍କୁ କୁହ;” ଏଥିଉତ୍ତାରେ ରାଜା ଓ ହାମନ୍ ଏଷ୍ଟରଙ୍କ ପ୍ରସ୍ତୁତ ଭୋଜକୁ ଆସିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)5 ଏଥିରେ ରାଜା କହିଲା, ଏଷ୍ଟରର କଥାନୁସାରେ ଶୀଘ୍ର କର୍ମ କରିବା ପାଇଁ ହାମନ୍କୁ କୁହ; ଅନନ୍ତର ରାଜା ଓ ହାମନ୍ ଏଷ୍ଟରର ପ୍ରସ୍ତୁତ ଭୋଜକୁ ଆସିଲେ। Viz kapitolaଓଡିଆ ବାଇବେଲ5 ଏଥିରେ ରାଜା କହିଲେ, “ଏଷ୍ଟରଙ୍କ କଥାନୁସାରେ ଶୀଘ୍ର କର୍ମ କରିବା ପାଇଁ ହାମନ୍କୁ କୁହ;” ଏଥିଉତ୍ତାରେ ରାଜା ଓ ହାମନ୍ ଏଷ୍ଟରଙ୍କ ପ୍ରସ୍ତୁତ ଭୋଜକୁ ଆସିଲେ। Viz kapitolaପବିତ୍ର ବାଇବଲ5 ଏହା ପରେ ରାଜା କହିଲେ, “ହାମନ୍କୁ ଶୀଘ୍ର ଆଣ, ତାହାହେଲେ ଏଷ୍ଟର ଯାହା କହିଛନ୍ତି ଆମ୍ଭେ ତାହା କରି ପାରିବୁ।” ଏହା ପରେ ରାଜା ଓ ହାମନ୍ ଏଷ୍ଟରର ପ୍ରସ୍ତୁତ ନୈଶ ଭୋଜିକୁ ଆସିଲେ। Viz kapitola |