ଏଷ୍ଟର 7:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ତେଣୁ ଏଷ୍ଟର ରାଣୀ ଉତ୍ତର ଦେଇ କହିଲେ, “ହେ ମହାରାଜ, ମୁଁ ଯେବେ ଆପଣଙ୍କ ଦୃଷ୍ଟିରେ ଅନୁଗ୍ରହ ପାଇଅଛି, ଆଉ, ଯେବେ ମହାରାଜ ସନ୍ତୁଷ୍ଟ ହୁଅନ୍ତି, ତେବେ ମୋହର ନିବେଦନାନୁସାରେ ମୋʼ ପ୍ରାଣ ଓ ମୋʼ ପ୍ରାର୍ଥନାନୁସାରେ ମୋʼ ଲୋକମାନେ ମୋତେ ଦିଆଯାଉନ୍ତୁ। Viz kapitolaପବିତ୍ର ବାଇବଲ (Re-edited) - (BSI)3 ତେଣୁ ଏଷ୍ଟର ରାଣୀ ଉତ୍ତର ଦେଇ କହିଲା, ହେ ମହାରାଜ, ମୁଁ ଯେବେ ଆପଣଙ୍କ ଦୃଷ୍ଟିରେ ଅନୁଗ୍ରହ ପାଇଅଛି, ଆଉ, ଯେବେ ମହାରାଜ ସନ୍ତୁଷ୍ଟ ହୁଅନ୍ତି, ତେବେ ମୋହର ନିବେଦନାନୁସାରେ ମୋʼ ପ୍ରାଣ ଓ ମୋʼ ପ୍ରାର୍ଥନାନୁସାରେ ମୋʼ ଲୋକମାନେ ମୋତେ ଦିଆ ଯାଉନ୍ତୁ। Viz kapitolaଓଡିଆ ବାଇବେଲ3 ତେଣୁ ଏଷ୍ଟର ରାଣୀ ଉତ୍ତର ଦେଇ କହିଲେ, “ହେ ମହାରାଜ୍, ମୁଁ ଯେବେ ଆପଣଙ୍କ ଦୃଷ୍ଟିରେ ଅନୁଗ୍ରହ ପାଇଅଛି, ଆଉ, ଯେବେ ମହାରାଜ୍ ସନ୍ତୁଷ୍ଟ ହୁଅନ୍ତି, ତେବେ ମୋହର ନିବେଦନାନୁସାରେ ମୋ’ ପ୍ରାଣ ଓ ମୋ’ ପ୍ରାର୍ଥନାନୁସାରେ ମୋ’ ଲୋକମାନେ ମୋତେ ଦିଆଯାଉନ୍ତୁ। Viz kapitolaପବିତ୍ର ବାଇବଲ3 ଏହା ପରେ ରାଣୀ ଏଷ୍ଟର କହିଲେ, “ହେ ମହାରାଜ, ମୁଁ ଯଦି ଆପଣଙ୍କ ଦୃଷ୍ଟିରେ ଅନୁଗ୍ରହ ପାଇଅଛି, ଆଉ ଯେବେ ମହାରାଜ ସନ୍ତୁଷ୍ଟ ହୋଇଛନ୍ତି, ତେବେ ମୋହର ନିବେଦନ ଅନୁସାରେ ମୋ’ ପ୍ରାଣ ଓ ମୋର ପ୍ରାର୍ଥନାନୁସାରେ ମୋ’ ଲୋକମାନଙ୍କୁ ମୋତେ ଦିଆଯାଉ। Viz kapitola |