ଏଷ୍ଟର 7:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ତେବେ ରାଜା ରାଜଗୃହର ଉଦ୍ୟାନରୁ ଦ୍ରାକ୍ଷାରସ-ପାନଶାଳାକୁ ଲେଉଟି ଆସିଲେ; ସେତେବେଳେ ଏଷ୍ଟର ଯେଉଁ ଆସନରେ ବସିଥିଲେ, ହାମନ୍ ତହିଁ ଉପରେ ପଡ଼ିଥିଲେ; ତେଣୁ ରାଜା କହିଲେ, “ଏ କʼଣ ଗୃହ ମଧ୍ୟରେ ମୋʼ ସାକ୍ଷାତରେ ରାଣୀଙ୍କୁ ବଳାତ୍କାର କରିବ? ଏହି କଥା ରାଜା ମୁଖରୁ ବାହାରିବା ମାତ୍ର ଲୋକମାନେ ହାମନ୍ର ମୁଖ ଢାଙ୍କି ପକାଇଲେ।” Viz kapitolaପବିତ୍ର ବାଇବଲ (Re-edited) - (BSI)8 ତେବେ ରାଜା ରାଜଗୃହର ଉଦ୍ୟାନରୁ ଦ୍ରାକ୍ଷାରସ-ପାନଶାଳାକୁ ଲେଉଟି ଆସିଲା; ସେତେବେଳେ ଏଷ୍ଟର ଯେଉଁ ଆସନରେ ବସିଥିଲା, ହାମନ୍ ତହିଁ ଉପରେ ପଡ଼ିଥିଲା; ତେଣୁ ରାଜା କହିଲା, ଏ କʼଣ ଗୃହ ମଧ୍ୟରେ ମୋʼ ସାକ୍ଷାତରେ ରାଣୀକି ବଳାତ୍କାର କରିବ? ଏହି କଥା ରାଜା ମୁଖରୁ ବାହାରିବାମାତ୍ର ଲୋକମାନେ ହାମନ୍ର ମୁଖ ଢାଙ୍କି ପକାଇଲେ। Viz kapitolaଓଡିଆ ବାଇବେଲ8 ତେବେ ରାଜା ରାଜଗୃହର ଉଦ୍ୟାନରୁ ଦ୍ରାକ୍ଷାରସ-ପାନଶାଳାକୁ ଲେଉଟି ଆସିଲେ; ସେତେବେଳେ ଏଷ୍ଟର ଯେଉଁ ଆସନରେ ବସିଥିଲେ, ହାମନ୍ ତହିଁ ଉପରେ ପଡ଼ିଥିଲେ; ତେଣୁ ରାଜା କହିଲେ, “ଏ କ’ଣ ଗୃହ ମଧ୍ୟରେ ମୋ’ ସାକ୍ଷାତରେ ରାଣୀଙ୍କୁ ବଳାତ୍କାର କରିବ ? ଏହି କଥା ରାଜା ମୁଖରୁ ବାହାରିବା ମାତ୍ର ଲୋକମାନେ ହାମନ୍ର ମୁଖ ଢାଙ୍କି ପକାଇଲେ।” Viz kapitolaପବିତ୍ର ବାଇବଲ8 ତେବେ ରାଜା ରାଜଗୃହର ଉଦ୍ୟାନରୁ ଦ୍ରାକ୍ଷାରସର ପାନଶାଳାକୁ ଲେଉଟି ଆସିଲା, ସେତେବେଳେ ଏଷ୍ଟର ଯେଉଁ ଆସନରେ ବସିଥିଲା ହାମନ୍ ତହିଁ ଉପରେ ବସି ପଡ଼ିଲା। ତେଣୁ ରାଜା କହିଲା, “ଏ କ’ଣ ଗୃହ ମଧ୍ୟରେ ମୋ’ ସାକ୍ଷାତରେ ରାଣୀକୁ ବଳାତ୍କାର କରିବ?” ଏହିକଥା ରାଜା ମୁଖରୁ ବାହାରିବା ମାତ୍ରେ ଲୋକମାନେ ହାମନ୍ର ମୁଖ ଢାଙ୍କି ପକାଇଲେ। Viz kapitola |