ଏଷ୍ଟର 8:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ତଦ୍ଦ୍ୱାରା ଅକ୍ଷଶ୍ୱେରଶ ରାଜାଙ୍କ ସବୁ ପ୍ରଦେଶରେ ଏକ ଦିନରେ, ଅର୍ଥାତ୍, ଅଦର ନାମକ ଦ୍ୱାଦଶ ମାସର ତ୍ରୟୋଦଶ ଦିନରେ Viz kapitolaପବିତ୍ର ବାଇବଲ (Re-edited) - (BSI)11 ତଦ୍ଦ୍ଵାରା ଅକ୍ଷଶ୍ଵେରଶ ରାଜାର ସବୁ ପ୍ରଦେଶରେ ଏକ ଦିନରେ, ଅର୍ଥାତ୍, ଅଦର ନାମକ ଦ୍ଵାଦଶ ମାସର ତ୍ରୟୋଦଶ ଦିନରେ Viz kapitolaଓଡିଆ ବାଇବେଲ11 ତଦ୍ଦ୍ୱାରା ଅକ୍ଷଶ୍ୱେରଶ ରାଜାଙ୍କ ସବୁ ପ୍ରଦେଶରେ ଏକ ଦିନରେ, ଅର୍ଥାତ୍, ଅଦର ନାମକ ଦ୍ୱାଦଶ ମାସର ତ୍ରୟୋଦଶ ଦିନରେ Viz kapitolaପବିତ୍ର ବାଇବଲ11 ରାଜାଙ୍କର ଚିଠିରେ ଲିଖିତ ବିଷୟ ବସ୍ତୁ ଏହି: ପ୍ରତ୍ୟେକ ନଗରରେ ଯିହୁଦୀୟମାନେ ସେମାନଙ୍କର ନିରାପଦ ପାଇଁ ଏକତ୍ରିତ ହେବେ। ସେମାନେ ଧ୍ୱଂସ କରି ପାରିବେ, ତଳିତଳାନ୍ତ କରି ପାରିବେ, ହତ୍ୟା କରି ପାରିବେ, ଯେଉଁମାନେ ସେମାନଙ୍କର ସ୍ତ୍ରୀ ଓ ପିଲାଙ୍କ ପ୍ରତି ଆକ୍ରମଣ କରିବେ, ସେମାନେ ଯେଉଁ ଗୋଷ୍ଠୀୟ ହୋଇଥା’ନ୍ତୁ ନା କାହିଁକି। ଏବଂ ଯିହୁଦୀୟମାନଙ୍କର ଅଧିକାର ଅଛି ସେମାନେ ସେମାନଙ୍କର ଶତ୍ରୁମାନଙ୍କର ସମସ୍ତ ଧନସମ୍ପତ୍ତି ନଷ୍ଟ କରି ପାରିବେ। Viz kapitola |