ଯାତ୍ରା ପୁସ୍ତକ 10:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ତେବେ ଫାରୋ ସେମାନଙ୍କୁ କହିଲେ, “ହେଉ, ସଦାପ୍ରଭୁ ତୁମ୍ଭମାନଙ୍କର ସହବର୍ତ୍ତୀ ହୁଅନ୍ତୁ, ଆମ୍ଭେ ତ ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କ ବାଳକମାନଙ୍କୁ ଯିବାକୁ ଦେବୁ; ସାବଧାନ, ଅମଙ୍ଗଳ ତୁମ୍ଭମାନଙ୍କ ସମ୍ମୁଖରେ ଅଛି। Viz kapitolaପବିତ୍ର ବାଇବଲ (Re-edited) - (BSI)10 ତେବେ ଫାରୋ ସେମାନଙ୍କୁ କହିଲେ, ହେଉ, ସଦାପ୍ରଭୁ ତୁମ୍ଭମାନଙ୍କର ସହବର୍ତ୍ତୀ ହୁଅନ୍ତୁ, ଆମ୍ଭେ ତ ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କ ବାଳକମାନଙ୍କୁ ଛାଡ଼ି ଦେବୁ; ସାବଧାନ, ଅମଙ୍ଗଳ ତୁମ୍ଭମାନଙ୍କ ସମ୍ମୁଖରେ ଅଛି। Viz kapitolaଓଡିଆ ବାଇବେଲ10 ତେବେ ଫାରୋ ସେମାନଙ୍କୁ କହିଲେ, “ହେଉ, ସଦାପ୍ରଭୁ ତୁମ୍ଭମାନଙ୍କର ସହବର୍ତ୍ତୀ ହୁଅନ୍ତୁ, ଆମ୍ଭେ ତ ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କ ବାଳକମାନଙ୍କୁ ଯିବାକୁ ଦେବୁ; ସାବଧାନ, ଅମଙ୍ଗଳ ତୁମ୍ଭମାନଙ୍କ ସମ୍ମୁଖରେ ଅଛି। Viz kapitolaପବିତ୍ର ବାଇବଲ10 ଫାରୋ ସେମାନଙ୍କୁ କହିଲେ, “ସଦାପ୍ରଭୁ ତୁମ୍ଭ ସହିତ ରହିବା ଉଚିତ୍, ଯଦି ମୁଁ ତୁମ୍ଭର ପିଲାମାନଙ୍କୁ ତୁମ୍ଭ ସହିତ ଯିବାକୁ ଦିଏ! ଦେଖ, ତୁମ୍ଭେମାନେ ତୁମ୍ଭ ନିଜ ପାଇଁ ଅସୁବିଧା କରୁଛ। Viz kapitola |