ଯାତ୍ରା ପୁସ୍ତକ 10:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ତହୁଁ ମୋଶା ମିସର ଦେଶ ଉପରେ ଆପଣା ଯଷ୍ଟି ବିସ୍ତାର କରନ୍ତେ, ସଦାପ୍ରଭୁ ସେହି ସାରା ଦିବାରାତ୍ରି ଦେଶରେ ପୂର୍ବୀୟ ବାୟୁ ବୁହାଇଲେ; ପ୍ରଭାତ ହୁଅନ୍ତେ, ପୂର୍ବୀୟ ବାୟୁ ଦ୍ୱାରା ପଙ୍ଗପାଳ ଉପସ୍ଥିତ ହେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)13 ତହୁଁ ମୋଶା ମିସର ଦେଶ ଉପରେ ଆପଣା ଯଷ୍ଟି ବିସ୍ତାର କରନ୍ତେ, ସଦାପ୍ରଭୁ ସେହି ଦିବାରାତ୍ରିଯାକ ଦେଶରେ ପୂର୍ବୀୟ ବାୟୁ ବୁହାଇଲେ; ପ୍ରଭାତ ହୁଅନ୍ତେ, ପୂର୍ବୀୟ ବାୟୁ ଦ୍ଵାରା ପଙ୍ଗପାଳ ଉପସ୍ଥିତ ହେଲେ। Viz kapitolaଓଡିଆ ବାଇବେଲ13 ତହୁଁ ମୋଶା ମିସର ଦେଶ ଉପରେ ଆପଣା ଯଷ୍ଟି ବିସ୍ତାର କରନ୍ତେ, ସଦାପ୍ରଭୁ ସେହି ସାରା ଦିବାରାତ୍ରି ଦେଶରେ ପୂର୍ବୀୟ ବାୟୁ ବୁହାଇଲେ; ପ୍ରଭାତ ହୁଅନ୍ତେ, ପୂର୍ବୀୟ ବାୟୁ ଦ୍ୱାରା ପଙ୍ଗପାଳ ଉପସ୍ଥିତ ହେଲେ। Viz kapitolaପବିତ୍ର ବାଇବଲ13 ତେଣୁ ମୋଶା ତାଙ୍କର ଆଶାବାଡ଼ିଟିକୁ ମିଶର ଭୂମିରେ ବିସ୍ତାର କଲେ ଏବଂ ଏହା ପରେ ସଦାପ୍ରଭୁ ପୂର୍ବଦିଗରୁ ଖୁବ୍ ଜୋର୍ରେ ପବନ ବୁହାଇଲେ। ଏହି ପବନ ଦିନ ଓ ରାତି ତମାମ ଲାଗି ରହିଲା। ପ୍ରଭାତ ହେବାରୁ ସେହି ପବନ ଦ୍ୱାରା ପଙ୍ଗପାଳ ଦ୍ୱାରା ମିଶର ଭୂମି ପରିପୂର୍ଣ୍ଣ ହୋଇଗଲା। Viz kapitola |