ଯାତ୍ରା ପୁସ୍ତକ 10:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ବିନୟ କରୁଅଛୁ, କେବଳ ଏହି ଥରକ ଆମ୍ଭର ପାପ କ୍ଷମା କରି ଆମ୍ଭ ନିକଟରୁ ଏହି କାଳ ସ୍ୱରୂପକୁ ଦୂର କରିବା ପାଇଁ ଆପଣାମାନଙ୍କ ସଦାପ୍ରଭୁ ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କରନ୍ତୁ।” Viz kapitolaପବିତ୍ର ବାଇବଲ (Re-edited) - (BSI)17 ବିନୟ କରୁଅଛୁ, କେବଳ ଏହି ଥରକ ଆମ୍ଭର ପାପ କ୍ଷମା କରି ଆମ୍ଭ ନିକଟରୁ ଏହି କାଳ ସ୍ଵରୂପକୁ ଦୂର କରିବା ପାଇଁ ଆପଣାମାନଙ୍କ ସଦାପ୍ରଭୁ ପରମେଶ୍ଵରଙ୍କ ନିକଟରେ ପ୍ରାର୍ଥନା କର। Viz kapitolaଓଡିଆ ବାଇବେଲ17 ବିନୟ କରୁଅଛୁ, କେବଳ ଏହି ଥରକ ଆମ୍ଭର ପାପ କ୍ଷମା କରି ଆମ୍ଭ ନିକଟରୁ ଏହି କାଳ ସ୍ୱରୂପକୁ ଦୂର କରିବା ପାଇଁ ଆପଣାମାନଙ୍କ ସଦାପ୍ରଭୁ ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କରନ୍ତୁ।” Viz kapitolaପବିତ୍ର ବାଇବଲ17 ଏଇ ଥରକ ପାଇଁ ମୋତେ କ୍ଷମା କର। ଏହି ‘ମାରାତ୍ମକ’ ପଙ୍ଗପାଳଗୁଡ଼ିକୁ ଦୂରେଇ ନେଇଯିବା ପାଇଁ ସଦାପ୍ରଭୁ ତୁମ୍ଭର ପରମେଶ୍ୱରଙ୍କୁ ପ୍ରାର୍ଥନା କର।” Viz kapitola |