ଯାତ୍ରା ପୁସ୍ତକ 10:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ସଦାପ୍ରଭୁ ପ୍ରବଳ ପଶ୍ଚିମ ବାୟୁ ଫେରାଇ ଦେଶରୁ ପଙ୍ଗପାଳମାନଙ୍କୁ ଉଠାଇ ନେଇ ସୂଫ ସାଗରରେ ନିକ୍ଷେପ କଲେ; ତହିଁରେ ମିସରର କୌଣସି ଅଞ୍ଚଳରେ ଗୋଟିଏ ପଙ୍ଗପାଳ ରହିଲା ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)19 ସଦାପ୍ରଭୁ ପ୍ରବଳ ପଶ୍ଚିମ ବାୟୁ ଫେରାଇ ଦେଶରୁ ପଙ୍ଗପାଳମାନଙ୍କୁ ଉଠାଇ ନେଇ ସୂଫ ସାଗରରେ ନିକ୍ଷେପ କଲେ; ତହିଁରେ ମିସରର କୌଣସି ଅଞ୍ଚଳରେ ଗୋଟିଏ ପଙ୍ଗପାଳ ରହିଲା ନାହିଁ। Viz kapitolaଓଡିଆ ବାଇବେଲ19 ସଦାପ୍ରଭୁ ପ୍ରବଳ ପଶ୍ଚିମ ବାୟୁ ଫେରାଇ ଦେଶରୁ ପଙ୍ଗପାଳମାନଙ୍କୁ ଉଠାଇ ନେଇ ସୂଫ ସାଗରରେ ନିକ୍ଷେପ କଲେ; ତହିଁରେ ମିସରର କୌଣସି ଅଞ୍ଚଳରେ ଗୋଟିଏ ପଙ୍ଗପାଳ ରହିଲା ନାହିଁ। Viz kapitolaପବିତ୍ର ବାଇବଲ19 ତେଣୁ ସଦାପ୍ରଭୁ ପବନର ଦିଗ ପରିବର୍ତ୍ତନ କଲେ। ପଶ୍ଚିମ ଦିଗରୁ ପ୍ରଚଣ୍ଡ ବେଗରେ ପବନ ବହିଲା। ଏହି ପବନ ମିଶରରୁ ସମସ୍ତ ପଙ୍ଗପାଳଦଳକୁ ଉଡ଼ାଇ ନେଇ ଲୋହିତ ସୂଫ ସାଗରରେ ପକାଇଲା। ଏପରିକି ଗୋଟିଏ ହେଲେ ପଙ୍ଗପାଳ ମିଶରରେ ରହିଲେ ନାହିଁ। Viz kapitola |