ଯାତ୍ରା ପୁସ୍ତକ 10:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ସେମାନେ ଭୂମିର ମୁଖ ଏପରି ଆଚ୍ଛନ୍ନ କରିବେ ଯେ, କେହି ତାହା ଦେଖି ପାରିବ ନାହିଁ; ପୁଣି, ଶିଳା ବୃଷ୍ଟିରୁ ରକ୍ଷିତ ଓ ଅବଶିଷ୍ଟ ଯାହା କିଛି ତୁମ୍ଭମାନଙ୍କର ଅଛି, ତାହା ସେମାନେ ଖାଇବେ, ପୁଣି, ତୁମ୍ଭମାନଙ୍କର କ୍ଷେତ୍ରୋତ୍ପନ୍ନ ସମସ୍ତ ବୃକ୍ଷ ଖାଇବେ। Viz kapitolaପବିତ୍ର ବାଇବଲ (Re-edited) - (BSI)5 ସେମାନେ ଭୂମିର ମୁଖ ଏପରି ଆଚ୍ଛନ୍ନ କରିବେ ଯେ, କେହି ତାହା ଦେଖି ପାରିବ ନାହିଁ; ପୁଣି ଶିଳା ବୃଷ୍ଟିରୁ ରକ୍ଷିତ ଓ ଅବଶିଷ୍ଟ ଯାହା କିଛି ତୁମ୍ଭମାନଙ୍କର ଅଛି, ତାହା ସେମାନେ ଖାଇବେ, ପୁଣି ତୁମ୍ଭମାନଙ୍କର କ୍ଷେତ୍ରୋତ୍ପନ୍ନ ସମସ୍ତ ବୃକ୍ଷ ଖାଇବେ। Viz kapitolaଓଡିଆ ବାଇବେଲ5 ସେମାନେ ଭୂମିର ମୁଖ ଏପରି ଆଚ୍ଛନ୍ନ କରିବେ ଯେ, କେହି ତାହା ଦେଖି ପାରିବ ନାହିଁ; ପୁଣି, ଶିଳା ବୃଷ୍ଟିରୁ ରକ୍ଷିତ ଓ ଅବଶିଷ୍ଟ ଯାହା କିଛି ତୁମ୍ଭମାନଙ୍କର ଅଛି, ତାହା ସେମାନେ ଖାଇବେ, ପୁଣି, ତୁମ୍ଭମାନଙ୍କର କ୍ଷେତ୍ରୋତ୍ପନ୍ନ ସମସ୍ତ ବୃକ୍ଷ ଖାଇବେ। Viz kapitolaପବିତ୍ର ବାଇବଲ5 ପଙ୍ଗପାଳ ଦଳ ତୁମ୍ଭ ଦେଶର ସମସ୍ତ ଭୂମିକୁ ଆଚ୍ଛାଦନ କରିବେ। ସେମାନେ ଏତେ ସଂଖ୍ୟକ ହେବେ ଯେ, ତୁମ୍ଭେମାନେ ଆଉ ଭୂମି ଦେଖି ପାରିବ ନାହିଁ। ଯେକୌଣସି ଦ୍ରବ୍ୟ ଶିଳାବୃଷ୍ଟିରୁ ବଞ୍ଚିଛି, ସେସବୁ ସେ ଖାଇଯିବେ। ସେମାନେ କ୍ଷେତ୍ର ମଧ୍ୟସ୍ଥ ସମସ୍ତ ବୃକ୍ଷ ପତ୍ରାଦି ଭକ୍ଷ୍ୟଣ କରିବେ। Viz kapitola |