ଯାତ୍ରା ପୁସ୍ତକ 10:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ତହିଁରେ ମୋଶା କହିଲେ, “ଆମ୍ଭେମାନେ ଆପଣା ଆପଣା ବାଳକ ଓ ବୃଦ୍ଧ ସମସ୍ତଙ୍କୁ ସଙ୍ଗେ ଘେନି ଯିବୁ ଓ ଆପଣା ଆପଣା ପୁତ୍ରକନ୍ୟାମାନଙ୍କୁ, ପୁଣି, ଗୋମେଷାଦି ପଲ ମଧ୍ୟ ସଙ୍ଗରେ ଘେନି ଯିବୁ, ଯେହେତୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆମ୍ଭମାନଙ୍କର ଉତ୍ସବ କରିବାକୁ ହେବ।” Viz kapitolaପବିତ୍ର ବାଇବଲ (Re-edited) - (BSI)9 ତହିଁରେ ମୋଶା କହିଲେ, ଆମ୍ଭେମାନେ ଆପଣା ଆପଣା ବାଳକ ଓ ବୃଦ୍ଧ ସମସ୍ତଙ୍କୁ ସଙ୍ଗେ ଘେନି ଯିବୁ ଓ ଆପଣା ଆପଣା ପୁତ୍ରକନ୍ୟାମାନଙ୍କୁ, ପୁଣି ଗୋମେଷାଦି ପଲ ମଧ୍ୟ ସଙ୍ଗରେ ଘେନି ଯିବୁ, ଯେହେତୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆମ୍ଭମାନଙ୍କର ଉତ୍ସବ କରିବାକୁ ହେବ। Viz kapitolaଓଡିଆ ବାଇବେଲ9 ତହିଁରେ ମୋଶା କହିଲେ, “ଆମ୍ଭେମାନେ ଆପଣା ଆପଣା ବାଳକ ଓ ବୃଦ୍ଧ ସମସ୍ତଙ୍କୁ ସଙ୍ଗେ ଘେନି ଯିବୁ ଓ ଆପଣା ଆପଣା ପୁତ୍ରକନ୍ୟାମାନଙ୍କୁ, ପୁଣି, ଗୋମେଷାଦି ପଲ ମଧ୍ୟ ସଙ୍ଗରେ ଘେନି ଯିବୁ, ଯେହେତୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆମ୍ଭମାନଙ୍କର ଉତ୍ସବ କରିବାକୁ ହେବ।” Viz kapitolaପବିତ୍ର ବାଇବଲ9 ମୋଶା ଉତ୍ତର ଦେଲେ, “ଆମ୍ଭର ସମସ୍ତ ଲୋକ ଏପରିକି ଆବାଳବୃଦ୍ଧବନିତା ଏବଂ ଆମ୍ଭମାନଙ୍କର ମେଣ୍ଢା ଓ ଗୋରୁ-ଗାଈମାନେ ମଧ୍ୟ ଯିବେ। ଆମ୍ଭେମାନେ ସମସ୍ତେ ଯିବୁ କାରଣ ସଦାପ୍ରଭୁଙ୍କର ଉଦ୍ଦେଶ୍ୟରେ ଉତ୍ସବ ହେବ।” Viz kapitola |