ଯାତ୍ରା ପୁସ୍ତକ 11:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ପୁଣି, ମୋଶା ଓ ହାରୋଣ ଫାରୋଙ୍କ ସମ୍ମୁଖରେ ଏହି ସମସ୍ତ ଆଶ୍ଚର୍ଯ୍ୟକର୍ମ କରିଥିଲେ; ମାତ୍ର ସଦାପ୍ରଭୁ ଫାରୋଙ୍କର ହୃଦୟ କଠିନ କରନ୍ତେ, ସେ ଆପଣା ଦେଶରୁ ଇସ୍ରାଏଲ-ସନ୍ତାନଗଣଙ୍କୁ ଯିବାକୁ ଦେଲେ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)10 ପୁଣି ମୋଶା ଓ ହାରୋଣ ଫାରୋଙ୍କ ସମ୍ମୁଖରେ ଏହି ସମସ୍ତ ଆଶ୍ଚର୍ଯ୍ୟକର୍ମ କରିଥିଲେ; ମାତ୍ର ସଦାପ୍ରଭୁ ଫାରୋଙ୍କର ହୃଦୟ କଠିନ କରନ୍ତେ, ସେ ଆପଣା ଦେଶରୁ ଇସ୍ରାଏଲ-ସନ୍ତାନଗଣକୁ ଛାଡ଼ି ଦେଲେ ନାହିଁ। Viz kapitolaଓଡିଆ ବାଇବେଲ10 ପୁଣି, ମୋଶା ଓ ହାରୋଣ ଫାରୋଙ୍କ ସମ୍ମୁଖରେ ଏହି ସମସ୍ତ ଆଶ୍ଚର୍ଯ୍ୟକର୍ମ କରିଥିଲେ; ମାତ୍ର ସଦାପ୍ରଭୁ ଫାରୋଙ୍କର ହୃଦୟ କଠିନ କରନ୍ତେ, ସେ ଆପଣା ଦେଶରୁ ଇସ୍ରାଏଲ ସନ୍ତାନଗଣଙ୍କୁ ଯିବାକୁ ଦେଲେ ନାହିଁ। Viz kapitolaପବିତ୍ର ବାଇବଲ10 ମୋଶା ଏବଂ ହାରୋଣ, ଫାରୋଙ୍କ ଆଗରେ ଏହିସବୁ ଅଦ୍ଭୂତ କର୍ମମାନ କଲେ, କିନ୍ତୁ ସଦାପ୍ରଭୁ ଫାରୋଙ୍କୁ କଠୋର କଲେ, ତେଣୁ ସେ ଇସ୍ରାଏଲୀୟମାନଙ୍କୁ ତାଙ୍କର ଦେଶ ଛାଡ଼ି ଯିବା ପାଇଁ ଅନୁମତି ଦେଲେ ନାହିଁ। Viz kapitola |