ଯାତ୍ରା ପୁସ୍ତକ 11:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଏଥିଉତ୍ତାରେ ମୋଶା କହିଲେ, “ସଦାପ୍ରଭୁ ଏହି କଥା କହନ୍ତି, ‘ଆମ୍ଭେ ଦୁଇପ୍ରହର ରାତ୍ରିରେ ମିସରର ମଧ୍ୟଦେଇ ଗମନ କରିବା। Viz kapitolaପବିତ୍ର ବାଇବଲ (Re-edited) - (BSI)4 ଅନନ୍ତର ମୋଶା କହିଲେ, ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ଦୁଇପ୍ରହର ରାତ୍ରିରେ ମିସରର ମଧ୍ୟଦେଇ ଗମନ କରିବା। Viz kapitolaଓଡିଆ ବାଇବେଲ4 ଏଥିଉତ୍ତାରେ ମୋଶା କହିଲେ, “ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ଦୁଇପ୍ରହର ରାତ୍ରିରେ ମିସରର ମଧ୍ୟ ଦେଇ ଗମନ କରିବା।” Viz kapitolaପବିତ୍ର ବାଇବଲ4 ମୋଶା ଲୋକମାନଙ୍କୁ କହିଲେ, “ସଦାପ୍ରଭୁ କହନ୍ତି, ‘ଦୁଇପ୍ରହର ରାତ୍ରିରେ ମୁଁ ଆଜି ମିଶର ମଧ୍ୟଦେଇ ଗମନ କରିବି। Viz kapitola |