ଯାତ୍ରା ପୁସ୍ତକ 12:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଏଣୁକରି ତୁମ୍ଭେମାନେ ଯେଉଁ ଯେଉଁ ଗୃହରେ ଥାଅ, ସେହି ସେହି ଗୃହରେ ସେହି ରକ୍ତ ଚିହ୍ନ ସ୍ୱରୂପେ ରହିବ; ଆଉ ଆମ୍ଭେ ମିସର ଦେଶକୁ ଦଣ୍ଡ ଦେବା ସମୟରେ ସେହି ରକ୍ତ ଦେଖିଲେ, ତୁମ୍ଭମାନଙ୍କୁ ଛାଡ଼ି ଆଗକୁ ଯିବା, ପୁଣି, ସଂହାରକ ଆଘାତ ତୁମ୍ଭମାନଙ୍କ ପ୍ରତି ଘଟିବ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)13 ଏଣୁକରି ତୁମ୍ଭେମାନେ ଯେଉଁ ଯେଉଁ ଗୃହରେ ଥାଅ, ସେହି ସେହି ଗୃହରେ ସେହି ରକ୍ତ ଚିହ୍ନ ସ୍ଵରୂପେ ରହିବ; ଆଉ ଆମ୍ଭେ ମିସର ଦେଶକୁ ଦଣ୍ତ ଦେବା ସମୟରେ ସେହି ରକ୍ତ ଦେଖିଲେ, ତୁମ୍ଭମାନଙ୍କୁ ଛାଡ଼ି ଆଗକୁ ଯିବା, ସଂହାରକ ଆଘାତ ତୁମ୍ଭମାନଙ୍କ ପ୍ରତି ଘଟିବ ନାହିଁ। Viz kapitolaଓଡିଆ ବାଇବେଲ13 ଏଣୁକରି ତୁମ୍ଭେମାନେ ଯେଉଁ ଯେଉଁ ଗୃହରେ ଥାଅ, ସେହି ସେହି ଗୃହରେ ସେହି ରକ୍ତ ଚିହ୍ନ ସ୍ୱରୂପେ ରହିବ; ଆଉ ଆମ୍ଭେ ମିସର ଦେଶକୁ ଦଣ୍ଡ ଦେବା ସମୟରେ ସେହି ରକ୍ତ ଦେଖିଲେ, ତୁମ୍ଭମାନଙ୍କୁ ଛାଡ଼ି ଆଗକୁ ଯିବା, ପୁଣି, ସଂହାରକ ଆଘାତ ତୁମ୍ଭମାନଙ୍କ ପ୍ରତି ଘଟିବ ନାହିଁ। Viz kapitolaପବିତ୍ର ବାଇବଲ13 ମନେରଖ ସେହି ରକ୍ତ ତୁମ୍ଭ ଘରମାନଙ୍କର ଚିହ୍ନ ସ୍ୱରୂପ ହେବ। ମୁଁ ଯେତେବେଳେ ସେହି ରକ୍ତ ଦେଖିବି ସେହି ଘରକୁ ଛାଡ଼ି ଆଗକୁ ଆଗେଇବି। ସଂହାର କାର୍ଯ୍ୟ କେବଳ ମିଶର ଉପରେ ହେବ ତୁମ୍ଭମାନଙ୍କର କିଛି ହେବ ନାହିଁ। Viz kapitola |