ଯାତ୍ରା ପୁସ୍ତକ 12:37 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT37 ଏଥିଉତ୍ତାରେ ଇସ୍ରାଏଲ ସନ୍ତାନମାନେ ବାଳକ ବ୍ୟତୀତ ପ୍ରାୟ ଛଅ ଲକ୍ଷ ପୁରୁଷ ପାଦଗତିରେ ରାମିଷେଷ୍ଠାରୁ ସୁକ୍କୋତକୁ ଯାତ୍ରା କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)37 ଅନନ୍ତର ଇସ୍ରାଏଲ-ସନ୍ତାନମାନେ ବାଳକ ଛଡ଼ା ପ୍ରାୟ ଛଅ ଲକ୍ଷ ପୁରୁଷ ପାଦଗତିରେ ରାମିଷେଷ୍ଠାରୁ ସୁକ୍କୋତକୁ ଯାତ୍ରା କଲେ। Viz kapitolaଓଡିଆ ବାଇବେଲ37 ଏଥିଉତ୍ତାରେ ଇସ୍ରାଏଲ ସନ୍ତାନମାନେ ବାଳକ ବ୍ୟତୀତ ପ୍ରାୟ ଛଅ ଲକ୍ଷ ପୁରୁଷ ପାଦଗତିରେ ରାମିଷେଷ୍ଠାରୁ ସୁକ୍କୋତକୁ ଯାତ୍ରା କଲେ। Viz kapitolaପବିତ୍ର ବାଇବଲ37 ଇସ୍ରାଏଲୀୟ ଲୋକମାନେ ରାମିଷେଷ୍ଠାରୁ ସୁକ୍କୋତକୁ ଯାତ୍ରା କଲେ। ସେମାନେ ପିଲାମାନଙ୍କୁ ଛାଡ଼ି ମୋଟରେ 600,000 ଲୋକ ଥିଲେ। Viz kapitola |