ଯାତ୍ରା ପୁସ୍ତକ 12:46 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT46 ଏକ ଗୃହ ମଧ୍ୟରେ ତାହା ଭୋଜନ କରାଯିବ; ତୁମ୍ଭେ ସେହି ମାଂସର କିଛିମାତ୍ର ଗୃହ ବାହାରକୁ ନେଇଯିବ ନାହିଁ; କିଅବା ତାହାର ଗୋଟିଏ ଅସ୍ଥି ହିଁ ଭାଙ୍ଗିବ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)46 ଏକ ଗୃହ ମଧ୍ୟରେ ତାହା ଭୋଜନ କରାଯିବ; ତୁମ୍ଭେ ସେହି ମାଂସର କିଛି ମାତ୍ର ଗୃହ ବାହାରକୁ ନେଇ ଯିବ ନାହିଁ; କିଅବା ତାହାର ଗୋଟିଏ ଅସ୍ଥି ହିଁ ଭାଙ୍ଗିବ ନାହିଁ। Viz kapitolaଓଡିଆ ବାଇବେଲ46 ଏକ ଗୃହ ମଧ୍ୟରେ ତାହା ଭୋଜନ କରାଯିବ; ତୁମ୍ଭେ ସେହି ମାଂସର କିଛି ମାତ୍ର ଗୃହ ବାହାରକୁ ନେଇ ଯିବ ନାହିଁ; କିଅବା ତାହାର ଗୋଟିଏ ଅସ୍ଥି ହିଁ ଭାଙ୍ଗିବ ନାହିଁ। Viz kapitolaପବିତ୍ର ବାଇବଲ46 “ଏକ ଗୃହ ମଧ୍ୟରେ ତାହା ଭୋଜନ କରାଯିବ। ତୁମ୍ଭେ ସେହି ମାଂସର କିଛି ମାତ୍ର ଗୃହ ବାହାରକୁ ନେଇଯିବ ନାହିଁ। କିମ୍ବା ତା'ର ଗୋଟିଏ ହେଲେ ଅସ୍ଥି ଭାଙ୍ଗିବ ନାହିଁ। Viz kapitola |