ଯାତ୍ରା ପୁସ୍ତକ 12:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ସେହି ମାସର ଚତୁର୍ଦ୍ଦଶ ଦିନ ଯାଏ ତାକୁ ବନ୍ଦ କରି ରଖିବ; ଏଥିଉତ୍ତାରେ ଇସ୍ରାଏଲ-ମଣ୍ଡଳୀର ସମସ୍ତ ସମାଜ ସନ୍ଧ୍ୟାକାଳରେ ସେହି ଶାବକକୁ ବଧ କରିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)6 ସେହି ମାସର ଚତୁର୍ଦ୍ଦଶ ଦିନଯାଏ ତାକୁ ବନ୍ଦ କରି ରଖିବ; ଅନନ୍ତର ଇସ୍ରାଏଲ-ମଣ୍ତଳୀର ସମସ୍ତ ସମାଜ ସନ୍ଧ୍ୟାକାଳରେ ସେହି ଶାବକକୁ ବଧ କରିବେ। Viz kapitolaଓଡିଆ ବାଇବେଲ6 ସେହି ମାସର ଚତୁର୍ଦ୍ଦଶ ଦିନଯାଏ ତାକୁ ବନ୍ଦ କରି ରଖିବ; ଏଥିଉତ୍ତାରେ ଇସ୍ରାଏଲ-ମଣ୍ଡଳୀର ସମସ୍ତ ସମାଜ ସନ୍ଧ୍ୟାକାଳରେ ସେହି ଶାବକକୁ ବଧ କରିବେ। Viz kapitolaପବିତ୍ର ବାଇବଲ6 ତୁମ୍ଭମାନଙ୍କୁ ସେହି ମେଷ ଶାବକକୁ ମାସର ଚତୁର୍ଦ୍ଦଶ ଦିନଯାଏ ନଜରରେ ରଖିବାକୁ ହେବ। ସେହି ଦିନ ଇସ୍ରାଏଲର ସମସ୍ତ ଲୋକମାନେ ସୂର୍ଯ୍ୟାସ୍ତ ପରେ ସନ୍ଧ୍ୟା ପୂର୍ବରୁ ଏମାନଙ୍କୁ ହତ୍ୟା କରିବେ। Viz kapitola |