ଯାତ୍ରା ପୁସ୍ତକ 12:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ତୁମ୍ଭେମାନେ ସେହି ମାଂସ ଅପକ୍ୱ କିମ୍ବା ଜଳରେ ସିଦ୍ଧ କରି ଭୋଜନ କରିବ ନାହିଁ, ମାତ୍ର ଅଗ୍ନିରେ ତାହାର ମୁଣ୍ଡ ଓ ଜଙ୍ଘ ଶରୀର ସମେତ ଦଗ୍ଧ କରି ଭୋଜନ କରିବ। Viz kapitolaପବିତ୍ର ବାଇବଲ (Re-edited) - (BSI)9 ତୁମ୍ଭେମାନେ ସେହି ମାଂସ ଅପକ୍ଵ କିମ୍ଵା ଜଳରେ ସିଦ୍ଧ କରି ଭୋଜନ କରିବ ନାହିଁ, ମାତ୍ର ଅଗ୍ନିରେ ତାହାର ମୁଣ୍ତ ଓ ଜଙ୍ଘ ଶରୀର ସମେତ ଦଗ୍ଧ କରି ଭୋଜନ କରିବ। Viz kapitolaଓଡିଆ ବାଇବେଲ9 ତୁମ୍ଭେମାନେ ସେହି ମାଂସ ଅପକ୍ୱ କିମ୍ବା ଜଳରେ ସିଦ୍ଧ କରି ଭୋଜନ କରିବ ନାହିଁ, ମାତ୍ର ଅଗ୍ନିରେ ତାହାର ମୁଣ୍ଡ ଓ ଜଙ୍ଘ ଶରୀର ସମେତ ଦଗ୍ଧ କରି ଭୋଜନ କରିବ। Viz kapitolaପବିତ୍ର ବାଇବଲ9 ତୁମ୍ଭେ ସେହି ମାଂସକୁ କଞ୍ଚା ଖାଇବ ନାହିଁ କିମ୍ବା ପାଣିରେ ସିଝାଇବ ନାହିଁ। ତୁମ୍ଭେ ସେହି ମେଷ ଶାବକକୁ ନିଆଁରେ ପୁରାପୁରି ପୋଡ଼ିବା ଉଚିତ୍। ମେଷର ମୁଣ୍ତ, ଗୋଡ଼ ଏବଂ ଭିତରର ସମସ୍ତ ଅଂଶ ରହିବା ଉଚିତ୍। Viz kapitola |