ଯାତ୍ରା ପୁସ୍ତକ 13:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ସେତେବେଳେ ଫାରୋ ଆମ୍ଭମାନଙ୍କୁ ଯିବାକୁ ଦେବା ପାଇଁ କଠିନ ହୁଅନ୍ତେ, ସଦାପ୍ରଭୁ ମିସର ଦେଶସ୍ଥିତ ମନୁଷ୍ୟ ଓ ପଶ୍ୱାଦିର ସମସ୍ତ ପ୍ରଥମଜାତ ସନ୍ତାନମାନଙ୍କୁ ବଧ କରିଥିଲେ; ଏହେତୁ ଆମ୍ଭେ ପ୍ରଥମଜାତ ପୁତ୍ରସନ୍ତାନମାନଙ୍କୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ କରୁ; ମାତ୍ର ଆମ୍ଭର ପ୍ରଥମଜାତ ପୁତ୍ର ସମସ୍ତଙ୍କୁ ମୁକ୍ତ କରୁ।’ Viz kapitolaପବିତ୍ର ବାଇବଲ (Re-edited) - (BSI)15 ସେତେବେଳେ ଫାରୋ ଆମ୍ଭମାନଙ୍କୁ ଛାଡ଼ିଦେବା ପାଇଁ କଠିନ ହୁଅନ୍ତେ, ସଦାପ୍ରଭୁ ମିସର ଦେଶସ୍ଥିତ ମନୁଷ୍ୟ ଓ ପଶ୍ଵାଦିର ସମସ୍ତ ପ୍ରଥମଜାତ ସନ୍ତାନମାନଙ୍କୁ ବଧ କରିଥିଲେ; ଏହେତୁ ଆମ୍ଭେ ପ୍ରଥମଜାତ ପୁତ୍ରସନ୍ତାନମାନଙ୍କୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ କରୁ; ମାତ୍ର ଆମ୍ଭର ପ୍ରଥମଜାତ ପୁତ୍ର ସମସ୍ତଙ୍କୁ ମୁକ୍ତ କରୁ। Viz kapitolaଓଡିଆ ବାଇବେଲ15 ସେତେବେଳେ ଫାରୋ ଆମ୍ଭମାନଙ୍କୁ ଯିବାକୁ ଦେବା ପାଇଁ କଠିନ ହୁଅନ୍ତେ, ସଦାପ୍ରଭୁ ମିସର ଦେଶସ୍ଥିତ ମନୁଷ୍ୟ ଓ ପଶ୍ୱାଦିର ସମସ୍ତ ପ୍ରଥମଜାତ ସନ୍ତାନମାନଙ୍କୁ ବଧ କରିଥିଲେ; ଏହେତୁ ଆମ୍ଭେ ପ୍ରଥମଜାତ ପୁତ୍ରସନ୍ତାନମାନଙ୍କୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ କରୁ; ମାତ୍ର ଆମ୍ଭର ପ୍ରଥମଜାତ ପୁତ୍ର ସମସ୍ତଙ୍କୁ ମୁକ୍ତ କରୁ। Viz kapitolaପବିତ୍ର ବାଇବଲ15 ମିଶରରେ, ଫାରୋ ଥିଲେ ଅତି କଠୋର ମନା। ସେ ଆମ୍ଭକୁ ଯିବାକୁ ଦେଉ ନ ଥିଲେ, ତେଣୁ ସେଠାରେ ସଦାପ୍ରଭୁ ସମସ୍ତ ପ୍ରଥମଜାତ ପୁତ୍ରମାନଙ୍କୁ, ପ୍ରଥମଜାତ ପଶୁମାନଙ୍କୁ ହତ୍ୟା କରିଥିଲେ। ସେହି କାରଣରୁ ଆମ୍ଭେମାନେ ପଶୁମାନଙ୍କର ପ୍ରଥମଜାତ ଅଣ୍ଡିରା ପଶୁ ଉତ୍ସର୍ଗ କରୁ କିନ୍ତୁ ଆମ୍ଭମାନଙ୍କ ପ୍ରଥମଜାତ ପୁତ୍ରମାନଙ୍କୁ ତାଙ୍କ ନିକଟରୁ କିଣି ଫେରାଇ ଆଣୁ।’ Viz kapitola |