ଯାତ୍ରା ପୁସ୍ତକ 13:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ଏହେତୁ ପରମେଶ୍ୱର ସେମାନଙ୍କୁ ସୂଫ ସାଗରର ପ୍ରାନ୍ତରଗାମୀ ବକ୍ର ପଥରେ ଗମନ କରାଇଲେ ଓ ଇସ୍ରାଏଲ-ସନ୍ତାନଗଣ ସସଜ୍ଜ ହୋଇ ମିସରଠାରୁ ଯାତ୍ରା କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)18 ଏହେତୁ ପରମେଶ୍ଵର ସେମାନଙ୍କୁ ସୂଫ ସାଗରର ପ୍ରାନ୍ତରଗାମୀ ବକ୍ର ପଥରେ ଗମନ କରାଇଲେଓ ଇସ୍ରାଏଲ-ସନ୍ତାନଗଣ ସସଜ୍ଜ ହୋଇ ମିସରଠାରୁ ଯାତ୍ରା କଲେ। Viz kapitolaଓଡିଆ ବାଇବେଲ18 ଏହେତୁ ପରମେଶ୍ୱର ସେମାନଙ୍କୁ ସୂଫ ସାଗରର ପ୍ରାନ୍ତରଗାମୀ ବକ୍ର ପଥରେ ଗମନ କରାଇଲେ ଓ ଇସ୍ରାଏଲ ସନ୍ତାନଗଣ ସସଜ୍ଜ ହୋଇ ମିସରଠାରୁ ଯାତ୍ରା କଲେ। Viz kapitolaପବିତ୍ର ବାଇବଲ18 ତେଣୁ ସଦାପ୍ରଭୁ ସେମାନଙ୍କୁ ଅନ୍ୟ ଏକ ପଥରେ ଆଗେଇ ନେଲେ। ସେ ସେମାନଙ୍କୁ ସୂଫସାଗର ପ୍ରାନ୍ତର ମଧ୍ୟଦେଇ ଆଣିଲେ। ସେମାନେ ମିଶର ଛାଡ଼ିବା ସମୟରେ ଇସ୍ରାଏଲୀୟମାନେ ଯୁଦ୍ଧ ପାଇଁ ପୋଷାକ ପରିଧାନ କରିଥିଲେ। Viz kapitola |