ଯାତ୍ରା ପୁସ୍ତକ 13:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ପୁଣି, ସେହି ଦିନ ତୁମ୍ଭେ ଆପଣା ପୁତ୍ରକୁ କହିବ, ‘ମିସରଠାରୁ ଆମ୍ଭେ ବାହାର ହେବା ବେଳେ ସଦାପ୍ରଭୁ ଆମ୍ଭ ପ୍ରତି ଯେଉଁ ଯେଉଁ କର୍ମ କରିଥିଲେ, ସେହିସବୁର ସ୍ମରଣ ନିମନ୍ତେ ଏହା ହୁଏ।’ Viz kapitolaପବିତ୍ର ବାଇବଲ (Re-edited) - (BSI)8 ପୁଣି ସେହି ଦିନ ତୁମ୍ଭେ ଆପଣା ପୁତ୍ରକୁ ଜଣାଇବ, ମିସରଠାରୁ ଆମ୍ଭେ ବାହାର ହେବା ବେଳେ ସଦାପ୍ରଭୁ ଆମ୍ଭ ପ୍ରତି ଯେ ଯେ କର୍ମ କରିଥିଲେ, ସେସବୁର ସ୍ମରଣ ନିମନ୍ତେ ଏହା ହୁଏ। Viz kapitolaଓଡିଆ ବାଇବେଲ8 ପୁଣି, ସେହି ଦିନ ତୁମ୍ଭେ ଆପଣା ପୁତ୍ରକୁ କହିବ, ‘ମିସରଠାରୁ ଆମ୍ଭେ ବାହାର ହେବା ବେଳେ ସଦାପ୍ରଭୁ ଆମ୍ଭ ପ୍ରତି ଯେଉଁ ଯେଉଁ କର୍ମ କରିଥିଲେ, ସେହିସବୁର ସ୍ମରଣ ନିମନ୍ତେ ଏହା ହୁଏ। Viz kapitolaପବିତ୍ର ବାଇବଲ8 ସେହି ଦିନ ତୁମ୍ଭେ ପିଲାମାନଙ୍କୁ ନିଶ୍ଚୟ କହିବ, ‘ଆମ୍ଭେ ଏହି ଭୋଜିର ଆୟୋଜନ କରିଛୁ ଯେହେତୁ ସଦାପ୍ରଭୁ ଆମ୍ଭକୁ ମିଶରରୁ ଏହି ଦିନ ମୁକ୍ତ କରିଥିଲେ।’ Viz kapitola |