ଯାତ୍ରା ପୁସ୍ତକ 13:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ପୁଣି, ସଦାପ୍ରଭୁଙ୍କ ବ୍ୟବସ୍ଥା ଯେପରି ତୁମ୍ଭ ମୁଖରେ ରହିବ, ଏଥିପାଇଁ ଏହା ଚିହ୍ନ ସ୍ୱରୂପେ ତୁମ୍ଭ ହସ୍ତରେ ଓ ସ୍ମରଣର ଉପାୟ ସ୍ୱରୂପ ତୁମ୍ଭ ଚକ୍ଷୁ ଦ୍ୱୟର ମଧ୍ୟସ୍ଥାନରେ ରହିବ; ଯେହେତୁ ସଦାପ୍ରଭୁ ପରାକ୍ରାନ୍ତ ହସ୍ତ ଦ୍ୱାରା ମିସରଠାରୁ ତୁମ୍ଭଙ୍କୁ ବାହାର କରି ଆଣିଅଛନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)9 ପୁଣି ସଦାପ୍ରଭୁଙ୍କ ବ୍ୟବସ୍ଥା ଯେପରି ତୁମ୍ଭ ମୁଖରେ ରହିବ, ଏଥିପାଇଁ ଏହା ଚିହ୍ନ ସ୍ଵରୂପେ ତୁମ୍ଭ ହସ୍ତରେ ଓ ସ୍ମରଣର ଉପାୟ ସ୍ଵରୂପ ତୁମ୍ଭ ଚକ୍ଷୁଦ୍ଵୟର ମଧ୍ୟସ୍ଥାନରେ ରହିବ; ଯେହେତୁ ସଦାପ୍ରଭୁ ପରାକ୍ରା; ହସ୍ତ ଦ୍ଵାରା ମିସରଠାରୁ ତୁମ୍ଭଙ୍କୁ ବାହାର କରି ଆଣିଅଛନ୍ତି। Viz kapitolaଓଡିଆ ବାଇବେଲ9 ପୁଣି, ସଦାପ୍ରଭୁଙ୍କ ବ୍ୟବସ୍ଥା ଯେପରି ତୁମ୍ଭ ମୁଖରେ ରହିବ, ଏଥିପାଇଁ ଏହା ଚିହ୍ନ ସ୍ୱରୂପେ ତୁମ୍ଭ ହସ୍ତରେ ଓ ସ୍ମରଣର ଉପାୟ ସ୍ୱରୂପ ତୁମ୍ଭ ଚକ୍ଷୁ ଦ୍ୱୟର ମଧ୍ୟସ୍ଥାନରେ ରହିବ; ଯେହେତୁ ସଦାପ୍ରଭୁ ପରାକ୍ରାନ୍ତ ହସ୍ତ ଦ୍ୱାରା ମିସରଠାରୁ ତୁମ୍ଭଙ୍କୁ ବାହାର କରି ଆଣିଅଛନ୍ତି। Viz kapitolaପବିତ୍ର ବାଇବଲ9 “ଏହି ପବିତ୍ର ଦିନଟିକୁ ତୁମ୍ଭେମାନେ ମନେ ରଖିବ। ଏହା ଯେପରି ତୁମ୍ଭମାନଙ୍କ ପାଇଁ, ସଦାପ୍ରଭୁଙ୍କ ବ୍ୟବସ୍ଥା ଯେପରି ତୁମ୍ଭ ମୁଖରେ ରହିବ, ଏଥିପାଇଁ ଏହା ଚିହ୍ନ ସ୍ୱରୂପ ତୁମ୍ଭ ହସ୍ତରେ ଓ ସ୍ମରଣର ଉପାୟ ସ୍ୱରୂପ ତୁମ୍ଭ ଚକ୍ଷୁ ଦ୍ୱୟର ମଧ୍ୟସ୍ଥାନରେ ରହିବ। ଯେହେତୁ ସଦାପ୍ରଭୁ ପରାକ୍ରାନ୍ତ ହସ୍ତଦ୍ୱାରା ମିଶରଠାରୁ ତୁମ୍ଭକୁ ବାହାର କରି ଆଣିଛନ୍ତି। Viz kapitola |