ଯାତ୍ରା ପୁସ୍ତକ 14:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ସେତେବେଳେ ଇସ୍ରାଏଲୀୟ ଦଳର ଅଗ୍ରଗାମୀ ପରମେଶ୍ୱରଙ୍କ ଦୂତ ସ୍ଥାନାନ୍ତର ହୋଇ ସେମାନଙ୍କର ପଶ୍ଚାଦ୍ଗାମୀ ହେଲେ, ପୁଣି, ମେଘସ୍ତମ୍ଭ ସେମାନଙ୍କ ସମ୍ମୁଖରୁ ସ୍ଥାନାନ୍ତର ହୋଇ ସେମାନଙ୍କ ପଛେ ଛିଡ଼ା ହେଲା। Viz kapitolaପବିତ୍ର ବାଇବଲ (Re-edited) - (BSI)19 ସେତେବେଳେ ଇସ୍ରାଏଲୀୟ ଦଳର ଅଗ୍ରଗାମୀ ପରମେଶ୍ଵରଙ୍କ ଦୂତ ସ୍ଥାନାନ୍ତର ହୋଇ ସେମାନଙ୍କର ପଶ୍ଚାଦ୍ଗାମୀ ହେଲେ, ପୁଣି ମେଘସ୍ତମ୍ଭ ସେମାନଙ୍କ ଅଗ୍ରତୁଁ ସ୍ଥାନାନ୍ତର ହୋଇ ସେମାନଙ୍କ ପଛେ ଛିଡ଼ା ହେଲା। Viz kapitolaଓଡିଆ ବାଇବେଲ19 ସେତେବେଳେ ଇସ୍ରାଏଲୀୟ ଦଳର ଅଗ୍ରଗାମୀ ପରମେଶ୍ୱରଙ୍କ ଦୂତ ସ୍ଥାନାନ୍ତର ହୋଇ ସେମାନଙ୍କର ପଶ୍ଚାଦ୍ଗାମୀ ହେଲେ, ପୁଣି, ମେଘସ୍ତମ୍ଭ ସେମାନଙ୍କ ସମ୍ମୁଖରୁ ସ୍ଥାନାନ୍ତର ହୋଇ ସେମାନଙ୍କ ପଛେ ଛିଡ଼ା ହେଲା। Viz kapitolaପବିତ୍ର ବାଇବଲ19 ଏହା ପରେ ସଦାପ୍ରଭୁଙ୍କର ଦୂତ ଯିଏକି ଇସ୍ରାଏଲୀୟ ସୈନ୍ୟମାନଙ୍କ ଆଗରେ ଥିଲେ, ସେମାନଙ୍କ ପଛକୁ ଗଲେ। ତେଣୁ ଘନମେଘ ସେହି ଲୋକମାନଙ୍କ ସମ୍ମୁଖରେ ଗତିକରି ପଛ ପଟକୁ ଗଲା। Viz kapitola |