Online Bible

- Reklamy -




ଯାତ୍ରା ପୁସ୍ତକ 14:25 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ସେ ସେମାନଙ୍କ ରଥର ଚକ୍ର ବାହାର କରି ପକାନ୍ତେ, ସେମାନେ ଅତି କଷ୍ଟରେ ରଥ ଚଳାଇଲେ; ତହିଁରେ ମିସରୀୟ ଲୋକମାନେ କହିଲେ, “ଆସ, ଆମ୍ଭେମାନେ ଇସ୍ରାଏଲ ସମ୍ମୁଖରୁ ପଳାଇ ଯାଉ; କାରଣ ସଦାପ୍ରଭୁ ସେମାନଙ୍କର ସପକ୍ଷ ହୋଇ ମିସରୀୟମାନଙ୍କ ବିରୁଦ୍ଧରେ ଯୁଦ୍ଧ କରୁଅଛନ୍ତି।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

25 ସେ ସେମାନଙ୍କ ରଥର ଚକ୍ର ବାହାର କରି ପକାନ୍ତେ, ସେମାନେ ଅତି କଷ୍ଟରେ ରଥ ଚଳାଇଲେ; ତହିଁରେ ମିସ୍ରୀୟ ଲୋକମାନେ କହିଲେ, ଆସ, ଆମ୍ଭେମାନେ ଇସ୍ରାଏଲ ସମ୍ମୁଖରୁ ପଳାଇ ଯାଉ; କାରଣ ସଦାପ୍ରଭୁ ସେମାନଙ୍କର ସପକ୍ଷ ହୋଇ ମିସ୍ରୀୟମାନଙ୍କ ବିରୁଦ୍ଧରେ ଯୁଦ୍ଧ କରୁଅଛନ୍ତି।

Viz kapitola kopírovat

ଓଡିଆ ବାଇବେଲ

25 ସେ ସେମାନଙ୍କ ରଥର ଚକ୍ର ବାହାର କରି ପକାନ୍ତେ, ସେମାନେ ଅତି କଷ୍ଟରେ ରଥ ଚଳାଇଲେ; ତହିଁରେ ମିସ୍ରୀୟ ଲୋକମାନେ କହିଲେ, “ଆସ, ଆମ୍ଭେମାନେ ଇସ୍ରାଏଲ ସମ୍ମୁଖରୁ ପଳାଇ ଯାଉ; କାରଣ ସଦାପ୍ରଭୁ ସେମାନଙ୍କର ସପକ୍ଷ ହୋଇ ମିସ୍ରୀୟମାନଙ୍କ ବିରୁଦ୍ଧରେ ଯୁଦ୍ଧ କରୁଅଛନ୍ତି।”

Viz kapitola kopírovat

ପବିତ୍ର ବାଇବଲ

25 ରଥର ଚକଗୁଡ଼ିକ ରଥରୁ ବାହାରିଯିବାରୁ, ସେମାନଙ୍କୁ ରଥଗୁଡ଼ିକ ଆଗେଇ ନେବାକୁ ବହୁତ କଷ୍ଟ ହେଲା। ମିଶରୀୟ ଲୋକମାନେ ଚିତ୍କାର କଲେ, “ଗ୍ଭଲ ଏଠାରୁ ପଳାଇ ଯିବା! ସଦାପ୍ରଭୁ ଇସ୍ରାଏଲୀୟ ଲୋକମାନଙ୍କ ପାଇଁ ଆମ୍ଭ ବିରୁଦ୍ଧରେ ଯୁଦ୍ଧ କରୁଛନ୍ତି।”

Viz kapitola kopírovat




ଯାତ୍ରା ପୁସ୍ତକ 14:25

Následuj nás:

Reklamy


Reklamy